Posted inଜାତୀୟ

ଡିଜେ ଶବ୍ଦରେ ବରଙ୍କ ମୃତ୍ୟୁ

ହାଇଦ୍ରାବାଦ,୧୬ା୨: (ଆଇଏଏନ୍‌ଏସ୍‌): ତେଲଙ୍ଗାନାର ନିଜାମାବାଦ ଜିଲା ଅନ୍ତର୍ଗତ ବୋଧନ ସହରରେ ଏକ ବାହାଘର ଶୋଭାଯାତ୍ରାରେ ଉତ୍କଟ ଡିଜେ ଶବ୍ଦରେ ମୂର୍ଚ୍ଛା ଯାଇଥିବା ବରଙ୍କର ମୃତ୍ୟୁ ହୋଇଯାଇଛି। ହାଇଦ୍ରାବାଦଠାରୁ ପ୍ରାୟ ୨୦୦ କିଲୋମିଟର ଦୂରରେ ଏହି ଦୁଃଖଦ ଘଟଣା ଘଟିଛି। ଅତ୍ୟଧିକ ଶବ୍ଦ ଯୋଗୁ ବର ଏମ୍‌. ଗଣେଶ ଅସୁସ୍ଥ ଅନୁଭବ କରିବା ସହ ବେହୋସ ହୋଇଯାଇଥିଲେ। ତାଙ୍କୁ ପାଖ ହସ୍ପିଟାଲକୁ ନିଆଯାଇଥିଲା। ସେତେବେଳକୁ ଗଣେଶଙ୍କର ହୃଦ୍‌ଘାତରେ ମୃତ୍ୟୁ ହୋଇସାରିଥିଲା ବୋଲି ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri