Posted inଜାତୀୟ

ଡିସେମ୍ବର ୧୮ ପର୍ଯ୍ୟନ୍ତ ମୁଲତବି ରହିଲା ନିର୍ଭୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୩।୧୨: ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଶୁକ୍ରବାର ଦିଲ୍ଲୀର ଏକ କୋର୍ଟ ଏହାର ଶୁଣାଣିକୁ ମୁଲତବି ରଖିଛନ୍ତି। ଆସନ୍ତା ୧୬ରେ ଏହି ମାମଲାର ଦୋଷୀଙ୍କୁ ଫାଶୀ ଦିଆଯିବା କଥା ଆଲୋଚନା ହେଉଥିବା ବେଳେ ଶୁକ୍ରବାର ଉକ୍ତ କୋର୍ଟରେ ଏମାନଙ୍କ ଡେଥ୍‌ ଓ୍ବାରେଣ୍ଟକୁ ନେଇ ଶୁଣାଣି ହୋଇଥିଲା। ଏହି ସମୟରେ କୋର୍ଟ କହିଥିଲେ ଉକ୍ତ ମାମଲାର ଜଣେ ଦୋଷୀଙ୍କ ପୁନର୍ବିଚାର ଆବେଦନକୁ ନେଇ ସୁପ୍ରିମକୋର୍ଟଙ୍କ ରାୟକୁ ଅପେକ୍ଷା ରହିଛି। ଏହାପରେ ଯାଇ ମାମଲାର ଶୁଣାଣି କରାଯିବ। ତେବେ ଏହାର ଶୁଣାଣି ଆସନ୍ତା ୧୮ ତାରିଖ ଦିନ ୨ଟାରେ ହେବ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି। ଏହାପରେ ନିର୍ଭୟାଙ୍କ ମା’ କହିଛନ୍ତି ଦୀର୍ଘ ୭ ବର୍ଷ ହେବ ସେ ଫାଶୀ ଦଣ୍ଡକୁ ଅପେକ୍ଷା ରଖିଛନ୍ତି ଆଉ ଶେଷରେ ତାଙ୍କୁ ନିଶ୍ଚୟ ନ୍ୟାୟ ମିଳିବ। ଯେତେଦୂର ଯିବାକୁ ହେଲେ ମଧ୍ୟ ସେ କେବେ ପଛକୁ ହଟିବେ ନାହିଁ ବୋଲି କହିଛନ୍ତି। ନିର୍ଭୟାଙ୍କ ମାତାମିତା ଉଭୟ କହିଛନ୍ତି ଆସନ୍ତା ୧୮ ତାରିଖରେ ଦୋଷୀଙ୍କ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri