ଡିସେମ୍ବର ୨ରୁ ‘ମିଶନ ଇନ୍ଦ୍ରଧନୁଷ୍‌ ୨.୦’: ୧୧ ରୋଗ ପାଇଁ ହେବ ଟିକାକରଣ

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଶିଶୁଙ୍କୁ ବିଭିନ୍ନ ମାରାତ୍ମକ ରୋଗରୁ ରକ୍ଷା କରିବା ଲାଗି ସରକାର ବ୍ୟାପକ ଟିକାକରଣ ଉପରେ ଗୁରୁତ୍ୱ ଦେଉଛନ୍ତି। ମସ୍ତିଷ୍କ ଜ୍ୱର ନିରାକରଣ ପାଇଁ ନଭେମ୍ବର ୧୧ରୁ ଟିକାକରଣ ଓ ଇଣ୍ଟେନ୍ସିିଫାଇଡ୍‌ ‘ମିଶନ ଇନ୍ଦ୍ରଧନୁଷ ୨.୦’ କାର୍ଯ୍ୟକ୍ରମ ଡିସେମ୍ବର ୨ରୁ ଆରମ୍ଭ ହେବ। ଏହି କାର୍ଯ୍ୟକ୍ରମରେ ୧୧ଟି ରୋଗ ପାଇଁ ଟିକାକରଣ ହେବ।
ସୂଚନାଯୋଗ୍ୟ, ରାଜ୍ୟରେ ଟିକାକରଣ କାର୍ଯ୍ୟର ଧାର୍ଯ୍ୟ ଲକ୍ଷ୍ୟ ୯୦% ରହିଥିବାବେଳେ ୮୭% ସଫଳତା ମିଳିସାରିଛି। ଏନେଇ ବ୍ୟାପକ ସଚେତନତା ସହ ସମ୍ପୃକ୍ତ ବିଭାଗ ଓ କର୍ମଚାରୀମାନଙ୍କୁ ନେଇ ଓରିଏଣ୍ଟେଶନ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଯେଉଁ ସ୍ଥାନରେ ଆଶାକର୍ମୀ ନାହାନ୍ତି, ସେଠାରେ ଅଙ୍ଗନଓ୍ବାଡ଼ି କର୍ମୀମାନଙ୍କୁ ନିୟୋଜିତ କରାଯିବ। ସରକାରୀ ସ୍କୁଲଗୁଡ଼ିକ ସହ ଘରୋଇ ଓ ମିଶନ ସ୍କୁଲଗୁଡ଼ିକୁ ମଧ୍ୟ ସାମିଲ କରାଯିବ। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ଟିକାକରଣ ଅଭିଯାନ ଓ ମିଶନ ଇନ୍ଦ୍ରଧନୁଷ ୨.୦କୁ ବ୍ୟାପକ କରିବା ଦିଗରେ ରାଜ୍ୟ ଟାସ୍କ ଫୋର୍ସର ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ, ୱାର୍ଲଡ୍‌ ହେଲ୍‌ଥ ଅର୍ଗାନାଇଜେଶନ୍‌ ଓଡ଼ିଶାର ଆଞ୍ଚଳିକ ଟିମ୍‌-ଲିଡର ଡା. ନୀହାର ରଞ୍ଜନ ରାୟ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ହୋଇଥିଲେ ୧.୧୦ କୋଟିରେ, ଏବେ ବ୍ୟାଙ୍କ ଆକାଉଣ୍ଟକୁ ଆସିବ କୋଟି କୋଟି ଟଙ୍କା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧।୬: IPL ୨୦୨୬ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ଉଲ୍ଲେଖନୀୟ ସିଜନ ଥିଲା। ସେ ଅନେକ ପୁରସ୍କାର ଜିତିଥିଲେ, ଯେଉଁଥିରେ ଅରେଞ୍ଜ କ୍ୟାପ ମଧ୍ୟ ଥିଲା, ଯାହା…

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ଆଜିଠାରୁ ଲାଗୁ ହେଲା ସିଲିଣ୍ଡର ବୁକିଂ, ଡେଲିଭରିର ନୂଆ ସିଷ୍ଟମ, ଜାଣିରଖନ୍ତୁ ନଚେତ୍‌ ହେବେ ହଇରାଣ

ନୂଆଦିଲ୍ଲୀ,୧।୬: ଭାରତର ରନ୍ଧନ ଗ୍ୟାସ ଏବଂ ପାଇପ ଲାଇନ ଗ୍ୟାସ (PNG) ଗ୍ରାହକଙ୍କ ପାଇଁ ଆଜି ଏକ ନୂତନ ଡିଜିଟାଲ ଏବଂ ଆଇନଗତ ସକାଳ ଆସିଛି। କେନ୍ଦ୍ର…

ବନ୍ୟଜନ୍ତୁ ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା: ଚକଡ଼ି ଦେଲେ ଘୁଷୁରୀ ଚରାଇବାକୁ ଯାଇଥିବା ଯୁବକ, ପରେ…

ଦିଗପହଣ୍ଡି,୧|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ…

କନଫର୍ମ ଟିକେଟ ଥାଇ ବି ମିଳିଲାନି ସିଟ୍‌: ଏବେ ରେଳବାଇ ଦେବ ୨୦,୦୦୦ କ୍ଷତିପୂରଣ

ନୂଆଦିଲ୍ଲୀ,୧।୬: ନିକଟରେ ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ଅଧିକାର ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ବିହାରର ଏକ ଗ୍ରାହକ ଅଦାଲତ ଏକ ଐତିହାସିକ…

ପୂର୍ବତନ ଏମପି ବାଳଗୋପାଳ ମିଶ୍ରଙ୍କୁ ଅସମ୍ମାନ ପ୍ରସଙ୍ଗ; କୋଶଲବାଦୀ ସଙ୍ଗଠନ ପକ୍ଷରୁ ଅଭିନଵ ପ୍ରତିବାଦ, ଚୌକି ଧରି…

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପୂର୍ବତନ ଏମ୍‌ପି ତଥା ବର୍ଷିୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ…

ଥାନାରେ ଯୁବକଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗ; ଦେହରେ ଗରମ ପାଣି ଢାଳି ଲଙ୍କାଗୁଣ୍ଡ ଫିଙ୍ଗିଦେଲେ, ଚାଲିଗଲା ଜୀବନ

କବିସୂର୍ଯ୍ୟନଗର,୧।୬(କୃପାସିନ୍ଧୁ ସ୍ବାଇଁ): କବିସୂର୍ଯ୍ୟନଗର ପୋଲିସ ନାଁରେ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଥାନା ଭିତରେ ଯୁବକଙ୍କୁ ଲହୁଲୁହାଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri