ଡିସେମ୍ବର ୨୨ରେ ବାରବାଟୀରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ଦିନିକିଆ: ୫ରୁ ମିଳିବ ଟିକେଟ

କଟକ ଅଫିସ,୧୬।୧୧: ସ୍ଥାନୀୟ ବାରବାଟୀ ଷ୍ଟାଡିୟମ୍‌ରେ ଆସନ୍ତା ଡିସେମ୍ବର ୨୨ ତାରିଖରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଦିନିକିଆ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିଲାଗି ଡିସେମ୍ବର ୫ ତାରିଖରୁ ଅନ୍‌ଲାଇନରେ ଟିକେଟ ବିକ୍ରି ଆରମ୍ଭ ହେବ। ସେହିଭଳି ୧୯ରେ ଷ୍ଟାଡିୟମ କାଉଣ୍ଟରରେ ଟିକେଟ ମିଳିବ ବୋଲି ଶନିବାର ସୁରକ୍ଷା ବୈଠକ ପରେ ଓସିଏ ସମ୍ପାଦକ ଏବଂ ପୋଲିସ କମିଶନର ଏହି ସୂଚନା ଦେଇଛନ୍ତି।
ତେବେ ୩ ବର୍ଷରୁ ଅଧିକ ବୟସର ପିଲାଙ୍କ ପାଇଁ ଟିକେଟ ଲାଗୁ ହେବ। ଏହାଛଡ଼ା ଷ୍ଟାଡିୟମ ଭିତରକୁ ଖାଦ୍ୟ ପୁଡ଼ିଆ, ପାଣି ବୋତଲ ଏବଂ ହେଲମେଟ୍‌ ନେବା ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ମ୍ୟାଚ୍‌ ପାଇଁ ଉଭୟ ଟିମ୍‌ ୧୯ରେ ଭୁବନେଶ୍ୱରରେ ପହଞ୍ଚିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri