ଡି.ବିଶାଖାଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସହଯୋଗର ହାତ ବଢ଼ାଇଲା ପେଣ୍ଠକଟା ତେଲୁଗୁ ଯୁବକ ସଂଘ

ପୁରୀ ଅଫିସ,୧୪।୨: ପୁରୀ ପେଣ୍ଠକଟାସ୍ଥିତ ଡି.ବାବାଜୀ ଓ ଡି.ଚିତାମ୍ମାଙ୍କ ବଡ଼ପୁଅ ଡି.ବିଶାଖା(୧୮) ଗତ ୧ ମାସ ଧରି ବୋନ୍‌ମ୍ୟାରୋ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି। ହାଇଦ୍ରାବାଦସ୍ଥିତ ଏକ ଘରୋଇ ହସ୍ପିଟାଲରେ ବିଶାଖା ଚିକିତ୍ସାଧୀନ ଅଛନ୍ତି। ତାଙ୍କ ଚିକିତ୍ସା ଲାଗି ୨୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ପରିବାରର ଅବସ୍ଥା ଯୋଗୁ ଚିକିତ୍ସାରେ ଅର୍ଥ ବାଧକ ସାଜିଛି। ଏଥିନେଇ ସହଯୋଗର ହାତ ବଢ଼ାଇଛନ୍ତି ପେଣ୍ଠକଟା ତେଲୁଗୁ ଯୁବକ ସଂଘ। ଏକ ସପ୍ତାହ ମଧ୍ୟରେ କୋଣାର୍କ ଚନ୍ଦ୍ରଭାଗା ନୋଳିଆ ଅଞ୍ଚଳରୁ ୬୦ ହଜାର ଓ ପେଣ୍ଠକଟାରୁ ୩ ଲକ୍ଷ ଟଙ୍କା ସଂଗ୍ରହ କରିଛନ୍ତି। ତେବେ ଅନ୍ୟ ବଦାନ୍ୟ ବ୍ୟକ୍ତି ବିଶାଖାଙ୍କ ଚିକିତ୍ସା ଲାଗି ସହଯୋଗ କରନ୍ତୁ ବୋଲି ସଂଘର କର୍ମକର୍ତ୍ତା ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶ୍ରାବଣ ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ଏହି କାରଣରୁ…

ଭୁବନେଶ୍ୱର,୩ା୮: ଆଜି ଶ୍ରାବଣର ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା…

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri