Posted inଜାତୀୟ

ଡି. ରାଜା ହେବେ ସିପିଆଇ ସାଧାରଣ ସମ୍ପାଦକ

ନୂଆଦିଲ୍ଲୀ, ୨୧ା୭(ପି.ଟି.): ରାଜ୍ୟ ସଭା ଏମ୍‌ପି ଡି. ରାଜା ସିପିଆଇର ସାଧାରଣ ସମ୍ପାଦକ ପଦ ଅଳଙ୍କୃତ କରିବାକୁ ଯାଉଛନ୍ତି। ଏହି ପଦରେ ଥିବା ଏସ୍‌. ସୁଧାକର ରେଡ୍ଡୀ ସ୍ବାସ୍ଥ୍ୟଗତ କାରଣରୁ ଇସ୍ତଫା ଦେଇଥିଲେ। ସେ ୨୦୧୨ରୁ ଦଳର ଜାତୀୟ ସାଧାରଣ ସମ୍ପାଦକ ରହିଆସିଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ଏଭଳି ନେତୃତ୍ୱ ପରିବର୍ତ୍ତନ କରାଯାଇଥିବା କୁହାଯାଉଛି। ସିପିଆଇ ଜାତୀୟ ପରିଷଦ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଶୁକ୍ରବାର ଅନୁଷ୍ଠିତ ବୈଠକରେ ରାଜାଙ୍କ ନାମ ସର୍ବସମ୍ମତିକ୍ରମେ ପ୍ରସ୍ତାବ ଦିଆଯାଇଥିଲା। ଦଳର ଜାତୀୟ ପରିଷଦ ବୈଠକରେ ଏହା ଉପରେ ଆଲୋଚନା କରାଯାଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି। ପ୍ରକାଶଥାଉ କି, ୭୦ ବର୍ଷିୟ ରାଜା ତାମିଲନାଡ଼ୁରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri