ଡୁଙ୍ଗୁରୁଗୁଡା ଗ୍ରାମରେ ତିନି ଭାଇଙ୍କୁ ବାସନ୍ଦ ଘଟଣା: ବିଇଓଙ୍କ ସହ ଆଲୋଚନା କଲେ ବାସନ୍ଦ ପରିବାର

ପାତ୍ରପୁର,୧୭ା୯(ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ ଡୁଙ୍ଗୁରୁଗୁଡା ଗ୍ରାମରେ ସାମାନ୍ୟ କଥାକୁ ନେଇ ୩ଭାଇଙ୍କୁ ଗ୍ରାମରୁ ବାସନ୍ଦ ଘଟଣା ଦିନକୁ ଦିନ ବଢିବାରେ ଲାଗିଛି। ମଙ୍ଗଳବାର ପାତ୍ରପୁର ଆସି ବିଇଓଙ୍କ ସହ ଆଲୋଚନା କରିଛନ୍ତ ବାସନ୍ଦ ପରିବାର। ବାସନ୍ଦ ପରଠାରୁ ଉକ୍ତ ପରିବାରର ପିଲାମାନଙ୍କୁ ସ୍କୁଲରେ ଅଲଗା ଜାଗାରେ ବସାଯାଉଛି। ସେମାନଙ୍କ ସହ କେହି କଥା ହେଉ ନାହାନ୍ତି। ଯିଏ କଥା ହେବ ୫୦୦ ଟଙ୍କା ଫାଇନ ଦେବବୋଲି ଗ୍ରାମ ତରଫରୁ ଚେତାବନୀ ଦିଆଯାଇଥିବା ବାସନ୍ଦ ପରିବାର ଅଭିଯୋଗ କରିଥିଲେ। ଏନେଇ ପିଲାମାନେ ସ୍କୁଲକୁ ଯାଉନାହାନ୍ତି। ପାତ୍ରପୁର ବିଇଓ କୋରେଶୁ ସେଠୀ, ଏବିଇଓ ସୀମାଞ୍ଚଳ ପାଇକ, ବିଆର୍‌ସିସି ସୁଶିଳ ପାତ୍ରଙ୍କ ସହ ଉକ୍ତ ବାସନ୍ଦ ପରିବାର, କିଛି ବୁଦ୍ଧିଜୀବୀ ଆଲୋଚନା କରିଥିଲେ। ଏନେଇ ଆସନ୍ତାକାଲି ପୁଣି ଡୁଙ୍ଗୁରୁଗୁଡ଼ା ସ୍କୁଲକୁ ବିଇଓ କାର୍ଯ୍ୟାଳୟ ତରଫରୁ ଗ୍ରସ୍ତ ହେବ ଓ ସମସ୍ୟାର ସମାଧାନ ନିମନ୍ତେ ଆଲୋଚନା କରାଯିବ ବୋଲି ପ୍ରକାଶ ପାଇଛି ।

ପ୍ରକାଶଥାଉକି, ଗ୍ରାମରେ ଥିବା ବିଦ୍ୟାଳୟରେ କାୈଣସି କଥାକୁ ନେଇ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କ ବାପା ଓ ଦାଦାଙ୍କୁ ଗ୍ରାମବାସୀ ବାସନ୍ଦ କରିଥିଲେ। ମାମଲାର ସମାଧାନ ପାଇଁ ଗ୍ରାମରେ ବାରମ୍ବାର ବୈଠକ ହେଉଥିଲେ ମଧ୍ୟ ମାମଲା ତୁଟିବା ବଦଳରେ ଦିନକୁ ଦିନ ଗମ୍ଭୀର ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri