Posted inଖେଳ

ଡୁ’ପ୍ଲେସି ଚଳିତ ବର୍ଷର ଶ୍ରେଷ୍ଠ ଦକ୍ଷିଣ ଆଫ୍ରିକାନ କ୍ରିକେଟର

ପ୍ରିଟୋରିଆ,୫ା୮- ଚଳିତ ବର୍ଷ ଚମତ୍କାର ପ୍ରଦର୍ଶନ ଲାଗି ଦକ୍ଷିଣ ଆଫ୍ରିକା ଦଳର ଅଧିନାୟକ ଫାଫ ଡୁ’ପ୍ଲେସିଙ୍କୁ ପୁରସ୍କୃତ କରାଯାଇଛି। ପ୍ରିଟୋରିଆଠାରେ ଆୟୋଜିତ ବାର୍ଷିକ ଉତ୍ସବରେ କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ) ପକ୍ଷରୁ ତାଙ୍କୁ ୨୦୧୯ ବର୍ଷର ଶ୍ରେଷ୍ଠ କ୍ରିକେଟର ଭାବେ ବିବେଚିତ କରାଯାଇଛି। ଏହି ସମ୍ମାନ ପାଇବାରେ ୩୫ ବର୍ଷୀୟ ଅଧିନାୟକ ଦେଶର ୧୧ତମ କ୍ରିକେଟର। ପୂର୍ବତନ ଅଧିନାୟକ ଗ୍ରେମ ସ୍ମିଥ, ଏବି ଡି’ଭିଲିୟର୍ସ, ଦ୍ରୁତ ବୋଲର ମାଖାୟା ଏନ୍‌ଟିନି, ଡେଲ ଷ୍ଟେଇନ, ଅଲରାଉଣ୍ଡର ସନ ପୋଲକ ଓ ଜ୍ୟାକ୍ସ କ୍ୟାଲିସ ଏହି ସମ୍ମାନ ପାଇଥିଲେ। ଅନ୍ୟପକ୍ଷରେ ଡେନ ଭାନ ନିକର୍କ ପୁଣି ଥରେ ମହିଳା କ୍ରିକେଟର ଅଫ୍‌ ଦ ଇୟର ପୁରସ୍କାର ପାଇଛନ୍ତି। ଗତ ୪ ବର୍ଷ ମଧ୍ୟରେ ୩ୟ ଥର ପାଇଁ ସେ ଏହି ସମ୍ମାନ ପାଇଛନ୍ତି। ଉଇକେଟକିପର ବ୍ୟାଟ୍ସମ୍ୟାନ କୁଇଣ୍ଟନ ଡି’କକ୍‌ ବର୍ଷର ଶ୍ରେଷ୍ଠ ଟେଷ୍ଟ ଖେଳାଳି ଓ ଡେଭିଡ୍‌ ମିଲରଙ୍କୁ ଶ୍ରେଷ୍ଠ ଟି୨୦ ଖେଳାଳି ଚୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri