ଡେନିମ୍‌ ଜ୍ୟାକେଟ୍‌

ପ୍ଲେନ୍‌ ଜମ୍ପସୁଟ୍‌
ପ୍ଲେନ୍‌ ଜମ୍ପସୁଟ୍‌ ଉପରେ ଡେନିମ୍‌ ଜ୍ୟାକେଟ୍‌ ଭଲ ମାନିଥାଏ। ଏହାକୁ କୌଣସି ବି ସମର ଆଉଟିଂରେ ପିନ୍ଧିପାରିବେ।
ଓଭର ସାଇଜ ଡେନିମ୍‌ ଜ୍ୟାକେଟ୍‌
ଓଭର ସାଇଜ ଜ୍ୟାକେଟ୍‌ ଆପଣ କୌଣସି ବି ଟପ୍‌ ସହିତ ପିନ୍ଧିପାରିବେ। ଆପଣ ପ୍ରିଲ କିମ୍ବା ଲେୟାର୍ସ ଥିବା ଟପ୍‌ ଯଦି ପିନ୍ଧୁଛନ୍ତି ତେବେ ଏହି ଜ୍ୟାକେଟ୍‌ ଆପଣଙ୍କ ଲୁକ୍‌କୁ ଖରାପ କରି ନ ଥାଏ।
ଡ୍ରେସ୍‌ ସହ ପିନ୍ଧନ୍ତୁ
ସେ ଲମ୍ବା ଡ୍ରେସ୍‌ ହେଉ କି ଶର୍ଟ, ଡେନିମ୍‌ ଜ୍ୟାକେଟ୍‌ ଦୁଇଟିଯାକରେ ଭଲ ମାନିଥାଏ। କାଜୁଆଲ କିମ୍ବା ସମର ଡ୍ରେସ୍‌ ସହିତ ଭଲ ଦେଖାଯାଏ। ଏଥିରେ ଶର୍ଟ ଷ୍ଟାଇଲ ଥିବା ଜ୍ୟାକେଟ୍‌ ସୁନ୍ଦର ଲାଗିଥାଏ। ନର୍ମାଲ ଓ କ୍ରପ୍‌ ଦୁଇ ପ୍ରକାର ଟପ୍‌ ଉପରେ ଡେନିମ୍‌ ଜ୍ୟାକେଟ୍‌ ଭଲ ମାନିଥାଏ। କ୍ରପ୍‌ ଟପ୍‌ ଏବେ ଟ୍ରେଣ୍ଡରେ ଚାଲିଛି। ଏମିତିରେ ଯେତେବେଳେ କ୍ରପ୍‌ ଟପ୍‌ ଉପରେ ଜ୍ୟାକେଟ୍‌ ପିନ୍ଧିବାକୁ ଭାବୁଥାନ୍ତି ତାହା ସାଇଜ ଟିକେ ଲମ୍ବା ହେଲେ ଭଲ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri