Posted inଖେଳ

ଡୋପିଂ: କଲମ୍ବିଆ ସାଇକ୍ଲିଷ୍ଟ ୪ ବର୍ଷ ବାସନ୍ଦ

ପ୍ୟାରିସ୍‌,୨୧।୫(ଏଏଫପି): କଲମ୍ବିଆର ତାରକା ସାଇକ୍ଲିଷ୍ଟ ପାଣ୍ଟାନୋ ଡୋପିଂ କାରଣରୁ ୪ ବର୍ଷ ବାସନ୍ଦାଦେଶର ସମ୍ମୁଖୀନ ହୋଇଛନ୍ତି। ଗତ ବର୍ଷ ହୋଇଥିବା ଡୋପ୍‌ ଟେଷ୍ଟରେ ସେ ବିଫଳ ହୋଇଛନ୍ତି। ନିଷିଦ୍ଧ ପଦାର୍ଥ ତତା ବ୍ଲଡ ବୁଷ୍ଟର ଇପିଓ ତାଙ୍କ ନମୁନାରେ ଥିବା ପ୍ରମାଣ ମଳିଥିଲା। ଫଳରେ ବିଶ୍ୱ ସାଇକ୍ଲିଂର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ତାଙ୍କୁ ବାସନ୍ଦ କରିବାକୁ ଘୋଷଣା କରିଛି।
୨୦୧୬ ଟୁରୁ ଡି ଫ୍ରାନ୍ସର ଏକ ପର୍ଯ୍ୟାୟରେ ସେ ବିଜେତା ହୋଇଥିଲେ। ୨୦୧୯ ଫେବୃୟାରୀରେ ହୋଇଥିବା ଆଉଟ୍‌ ଅଫ୍‌ କମ୍ପିଟିଶନ ଟେଷ୍ଟରେ ବିଫଳ ହୋଇଥିଲେ। ୨୦୧୭ରେ ୩୧ ବର୍ଷୀୟ ପାଣ୍ଟାନୋ କଲମ୍ବିଆର ଟାଇମ୍‌- ଟ୍ରଏଲ ଚାମ୍ପିୟନ ହୋଇଥିଲେ। ତାଙ୍କୁ ୨୦୧୯ ଏପ୍ରିଲ୍‌ରେ ସାମୟିକ ଭାବେ ବାସନ୍ଦ କରାଯାଇଥିଲା। ସେ ମଧ୍ୟ ଟୁର ଅଫ ସୁଇଜରଲାଣ୍ଡ ଓ ଟୁର ଅଫ କାଟାଲୋନିଆର କେତୋଟି ପର୍ଯ୍ୟାୟରେ ଚାମ୍ପିୟନ ହୋଇଥିଲେ। ଗତ ଜୁନ୍‌ରେ ସେ କ୍ରୀଡ଼ାରୁ ଅବସର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri