ମୋନାକୋ, ୬ା୬ (ଏପି)- ଡୋପ୍ ଟେଷ୍ଟ ପାଇଁ ଉପସ୍ଥିତ ନ ରହିିବାରୁ ମହିଳା ୪୦୦ ମିଟର ବିଶ୍ୱ ଚାମ୍ପିୟନ ସାଲଓ୍ବା ଇଦ୍ ନାସେରଙ୍କୁ ଶୁକ୍ରବାର ସାମୟିକ ସସ୍ପେଣ୍ଡ କରାଯାଇଛି। ବାହାରିନ୍ର ଏହି ସ୍ପ୍ରିଣ୍ଟର ହୋୟାରଏବାଉଟ୍ସ ନିୟମ ଉଲ୍ଲଂଘନ କରିଛନ୍ତି। ନାସେରଙ୍କ ବିରୋଧରେ ଅଣାଯାଇଥିବା ଅଭିଯୋଗ ଯଦି ପ୍ରମାଣିତ ହୁଏ ତେବେ ସେ ଆସନ୍ତା ବର୍ଷ ହେବାକୁଥିବା ଅଲିମ୍ପିକ୍ସରେ ଭାଗନେଇ ପାରିବେ ନାହିଁ। ନାସେର ଗତ ଅକ୍ଟୋବରରେ ୪୮.୧୪ ସେକେଣ୍ଡ ଟାଇମିଂରେ ବିଶ୍ୱ ଟାଇଟଲ ଜିତିଥିଲେ। ୧୯୮୫ପରଠାରୁ କୌଣସି ମହିଳା ଆଥଲେଟ୍ଙ୍କ ପକ୍ଷେ ଏହା ହେଉଛି ସବୁଠାରୁ ଦ୍ରୁତତ୍ତମ ସମୟ। ଆଥଲେଟମାନେ ସେମାନଙ୍କ ଅବସ୍ଥିତି ସମ୍ପର୍କରେ ନିୟମିତ ଅବଗତ କରାଇବା ଆବଶ୍ୟକ ଏହାଦ୍ୱାରା ଡୋପିଂ ନିବାରଣ କର୍ତ୍ତୃପକ୍ଷ ପ୍ରତିଯୋଗିତା ବାହାରେ ଆକସ୍ମିକ ଡୋପ୍ ଟେଷ୍ଟ କରାଇ ପାରିବେ। ସୂଚନାଯୋଗ୍ୟ, ଇପିଓ ପାଇଁ ଅଲିମ୍ପିକ ଷ୍ଟିପଲଚେଜ୍ ଚାମ୍ପିୟନ ରୁଥ୍ ଜେବେଟ୍ ଗତ ମାର୍ଚ୍ଚ ମାସରେ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି। ଅଲିମ୍ପିକ ରନର୍ସଅପ୍ ଇୟୁନିସ୍ କିରଓ୍ବା ଗତ ବର୍ଷ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି।
T20 ବିଶ୍ୱକପ୍ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା
ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍ରେ ଅଷ୍ଟ୍ରେଲିଆକୁ…
ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା
ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…
ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ
ନୂଆଦିଲ୍ଲୀ,୧୬ା୨: ଅଜ୍ମାତୁଲ୍ଲାଙ୍କ ଅଲ୍ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…
ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ
ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…
ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ
ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…
ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ
ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…
ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା
ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…
ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ
ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…
Archives

