ଡ୍ରଗ୍ସ୍‌ ମାଫିଆଙ୍କ ଗୁଳିରେ ୧୫ ନିହତ

ମେକ୍ସିକୋ ସିଟି,୧୬।୧୦: ଡ୍ରଗ୍ସ୍‌ ମାଫିଆଙ୍କ ଗୁଳିରେ ମେକ୍ସିକୋର ଗୁଏରେରୋର ଦକ୍ଷିଣ ଅଞ୍ଚଳରେ ୧୫ ଜଣ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଯବାନ ଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଅକ୍ଟୋବର ୧୪ରେ ଡ୍ରଗ୍ସ୍‌ ମାଫିଆମାନେ ୧୪ ଜଣ ପୋଲିସ କର୍ମଚାରୀଙ୍କୁ ହତ୍ୟା କରିଥିଲେ। ଏନେଇ ତଦନ୍ତ ଜାରି ରହିଥିବା ଷ୍ଟେଟ୍‌ ପବ୍ଲିକ୍‌ ସିକ୍ୟୁରିଟି ଅଥରିଟିର ମୁଖପାତ୍ର ରୋବଟ୍ରୋ ଅଲଓ୍ବାରେଜ୍‌ ହେରେଦିୟା ଟୁଇଟ୍‌ କରି ଜଣାଇଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri