Posted inଜାତୀୟ

ଡ୍ରଗ୍ସ୍‌ ଯୋଗୁ ଯୁବବର୍ଗଙ୍କ ମଧ୍ୟରେ ଏଡସ୍‌ ସଂକ୍ରମଣଙ୍କ ସଂଖ୍ୟା ବଢୁଛି

ଚଣ୍ଡିଗଡ଼,୧୮।୭: ଯୁବବର୍ଗଙ୍କ ମଧ୍ୟରେ ଡ୍ରଗ୍ସ୍‌ର ନିଶା ପ୍ରଭାବ ବିସ୍ତାର କରିଚାଲିଛି। ଭାରତର ବିଭିନ୍ନ ରାଜ୍ୟ ମଧ୍ୟରୁ କେତେକ ପଶ୍ଚିମ ରାଜ୍ୟରେ ଏହାଦ୍ୱାରା ଅଧିକ ସଂଖ୍ୟକ ଯୁବବର୍ଗ ପ୍ରଭାବିତ ହେବାରେ ଲାଗିଛନ୍ତି। ଏକ ରିପୋର୍ଟ ଅନୁସାରେ ପଞ୍ଜାବରେ ଅଧିକ ସଂଖ୍ୟକ ଯୁବବର୍ଗ ଡ୍ରଗ୍ସ୍‌ କବଳରେ ପଡ଼ିଛନ୍ତି। ଏହାଯୋଗୁ ଯୁବବର୍ଗଙ୍କ ମଧ୍ୟରେ ଏଡସ୍‌ ସଂକ୍ରମଣ ବଢୁଥିବା କୁହାଯାଉଛି। ଡ୍ରଗ୍ସ୍‌ ନେବା ସମୟରେ ଗୋଟିଏ ସିରିଞ୍ଜ୍‌କୁ ବହୁ ଲୋକ ବ୍ୟବହାର କରୁଥିବାରୁ ଏପରି ସଂକ୍ରମଣ ହେଉଥିବା ଜଣାପଡ଼ିଛି। ଇତିମଧ୍ୟରେ ସ୍ଥାନୀୟ ସଙ୍ଗରୁର୍‌ ଜିଲାରେ ୧୬ ଜଣ ଯୁବକଙ୍କୁ ଏଚ୍‌ଆଇଭି ପଜେଟିଭ୍‌ ଭାବେ ଚିହ୍ନଟ କରାଯାଇଛି। ୨୦ରୁ ଅଧିକ ଯୁବବର୍ଗ ଗୋଟିଏ ସିରିଞ୍ଜ୍‌ରେ ଡ୍ରଗ୍ସ୍‌ ନେଉଥିବାରୁ ଏହି ସ୍ଥିତି ସୃଷ୍ଟି ହୋଇଥିବା ଚିକିତ୍ସା ବିଜ୍ଞାନୀ ମତପୋଷଣ କରିଛନ୍ତି। ବାହାରେ ଫିଙ୍ଗା ଯାଇଥିବା ଡ୍ରଗ୍ସ୍‌ ସିରିଞ୍ଜ୍‌ର ଯାଞ୍ଚ୍‌ ପରେ ଏହା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri