ଯାତ୍ରୀବାହୀ ବସ୍‌ ଦୁର୍ଘଟଣା : ଅଳ୍ପକେ ବର୍ତ୍ତିଲେ ୬୦ଯାତ୍ରୀ

କେନ୍ଦୁଝର/କୋଳିମାଟି,୩୧।୮(ସ୍ବ.ପ୍ର./ଡି.ଏନ୍‌.ଏ): କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ନିକଟରେ ଶନିବାର ଏକ ଯାତ୍ରୀବାହୀ ବସ୍‌ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିିଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି।
ପ୍ରକାଶ ଯେ, ରାଉତ ନାମକ ଏକ ଯାତ୍ରୀବାହୀ ବସ୍‌ (ଓ ୦୪ଇ/୯୫୯୧) ପ୍ରାୟ ୬୦ ଯାତ୍ରୀଙ୍କୁ ନେଇ କେନ୍ଦୁଝରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। କୋଳିମାଟି ନିକଟରେ ଦୁଇଟି ଟ୍ରକ୍‌ ପଛରୁ ଦ୍ରୁତ ଗତିରେ ଆସି ଓଭରଟେକ୍‌ କରିବାରୁ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଚାଲିଯାଇଥିଲା। ତେବେ ଯାତ୍ରୀମାନେ ଏଥିରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ବେପରୁଆ ଗାଡ଼ି ଚାଳନା ଯୋଗୁ ଏହି ରାସ୍ତାରେ ବିଭିନ୍ନ ସମୟରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ଭୋଟର ଦେଶର ଭବିଷ୍ୟତ: ଏସଆଇଆର ଉପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ ଆଇ ଆର ଉପରେ ଏକ ସଚେତନତା…

ସାବଧାନ! ପେଟ୍ରୋଲ-ଡିଜେଲ କିଣିବା ଉପରେ ଲାଗିଲା କଟକଣା: ଏତିକି ଲିଟରରୁ ଅଧିକ ମିଳିବନି ତେଲ, ଉଲ୍ଲଂଘନ କଲେ ଜେଲ୍‌!

ନୂଆଦିଲ୍ଲୀ,୧୨।୬: ପେଟ୍ରୋଲ ଏବଂ ଡିଜେଲ ଯୋଗାଣକୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରାଳୟ ପେଟ୍ରୋଲ ପମ୍ପଗୁଡ଼ିକରୁ ଇନ୍ଧନ…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

NEET Re-Exam ପରୀକ୍ଷାରେ ବଡ଼ ପରିବର୍ତ୍ତନ, ପରୀକ୍ଷା ସମୟ ଅବଧି…..

ନୂଆଦିଲ୍ଲୀ,୧୨।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) NEET ପୁନଃପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ଏହି ପ୍ରକ୍ରିୟାର ଏକ ଅଂଶ ଭାବରେ, NTA କିଛି ପରିବର୍ତ୍ତନ…

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri