ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାର ଅଞ୍ଚଳରୁ ଜଣେ ଡ୍ରାଇଭରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ପୁରୀ ବ୍ରହ୍ମଗିରି ଅଞ୍ଚଳ ସୁନୀଲ ସେଠୀ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ପଚରାଉଚରା କରିବା ସହ ତଦନ୍ତ ଜାରି ରହିଛି। ଯୁବକ ଜଣକ ଭୁବନେଶ୍ୱରରେ ରହି ଡ୍ରାଇଭର ଭାବେ କାମ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…

କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ ମଦ: ଚଢ଼ାଉ କରି ଧରିଲା ପୋଲିସ

ବଞ୍ଚୋ,୧।୬(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri