Posted inଜାତୀୟ

ଡ୍ରାଇଭର ପାଇଁ ରୋଜା ରଖିଲେ ବନ ଅଧିକାରୀ

ମୁମ୍ବାଇ,୩୧।୫: ବହୁ ସ୍ଥାନରେ ଧର୍ମ ନାଁରେ ଦଙ୍ଗା, ମାରପିଟ୍‌ ଓ ରାଜନୀତି ହେଉଥିବା ଦେଖିବାକୁ ମିଳିଥାଏ। ହେଲେ ମହାରାଷ୍ଟ୍ରରେ ହିନ୍ଦୁ-ମୁସଲମାନ ଭାଇଚାରାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ବୁଲଢ଼ାଣାର ବନ ଅଧିକାରୀ ସଞ୍ଜୟ ଏନ୍‌ ମାଲୀ ହିନ୍ଦୁ ହୋଇ ମଧ୍ୟ ନିଜର ମୁସଲମାନ ଡ୍ରାଇଭର ଜଫରଙ୍କ ପାଇଁ ରୋଜା ରଖି ଏକତାର ବାର୍ତ୍ତା ଦେଇଛନ୍ତି। ସୂଚନାଯୋଗ୍ୟ, ଜଫର ଅସୁସ୍ଥ ଥିବାରୁ ସେ ଚଳିତ ବର୍ଷ ରୋଜା ରଖିପାରିବେ ନାହିଁ ବୋଲି କହିଥିଲେ। ଫଳରେ ସଞ୍ଜୟ, ଡ୍ରାଇଭରଙ୍କ ପାଇଁ ରୋଜା ରଖିଥିଲେ। ସେ ସବୁ ଧର୍ମ ଉପରେ ବିଶ୍ୱାସ ରଖନ୍ତି, ରୋଜା ରଖିବା ପରେ ସଞ୍ଜୟ ବହୁ ସୁସ୍ଥ ଅନୁଭବ କରୁଛନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri