ଡ୍ରାଇଭିଂ ଲାଇସେନ୍ସ ପାଇଁ ଲମ୍ବା ଧାଡ଼ି

ଦାରିଙ୍ଗବାଡ଼ି,୨୩।୧୧(ଡି.ଏନ୍‌.ଏ.): ଡିସେମ୍ବର ପହିଲାରୁ ମୋଟର ଯାନ ଆଇନ କଡ଼ାକଡ଼ି ହେବାକୁ ଥିବାବେଳେ କନ୍ଧମାଳ ଜିଲାପାଳ ବୃନ୍ଦା ଡି. ଆଞ୍ଚଳିକ ପରିବହନ ପ୍ରାଧିକରଣ ପକ୍ଷରୁ ଭ୍ରାମ୍ୟମାଣ ଗାଡ଼ିଚାଳନା ପ୍ରମାଣପତ୍ର ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଦାରିଙ୍ଗବାଡ଼ି ବ୍ଲକ ଜାଗୃତି କାର୍ଯ୍ୟାଳୟ ପରିସରରେ ଶନିବାର ଏକ ଶିବିରର ଆୟୋଜନ କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ କନ୍ଧମାଳ ଆରଟିଓ ତଥା ଏମଭିଆଇ ଗତିକୃଷ୍ଣ ସାମନ୍ତରାୟଙ୍କ ତତ୍ତ୍ୱବଧାନରେ ପୂର୍ବାହ୍ନ ୧୦ଟାରୁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ଅପରାହ୍ନ ସୁଦ୍ଧା ମୋଟ ୪୦୦ ଜଣଙ୍କୁ ଏହି ପ୍ରମାଣପତ୍ର ପ୍ରଦାନ କରାଯାଇଥିବା ବେଳେ ଆହୁରି ୨ ଶହରୁ ଊର୍ଦ୍ଧ୍ୱ ଲୋକ ଲମ୍ବା ଧାଡ଼ିରେ ନାମ ପଞ୍ଜିକରଣ ପାଇଁ ଅପେକ୍ଷା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

Chanakya Niti: କେମିତି ନିବିଡ଼ ହେବ ସମ୍ପର୍କ, ଏହାକୁ ବଜାୟ ରଖିବାର ସହଜ କଳା…

ଭାରତୀୟ ସଂସ୍କୃତିରେ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି। ଚାଣକ୍ୟ କେବଳ ରାଜନୀତି କିମ୍ବା କୂଟନୀତି ନୁହନ୍ତି, ବରଂ ମାନବୀୟ ସମ୍ପର୍କକୁ କିପରି ସୁନ୍ଦର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?