ଡ୍ରାଗନର ଦାଦାଗିରି: ଦକ୍ଷିଣ ଚାଇନା ସାଗରରେ ଆମେରିକାର ପରମାଣୁ ଜାହାଜ ଉପରେ ଆକ୍ରମଣ

ୱାଶିଂଟନ,୮ ।୧୦: ଦକ୍ଷିଣ ଚାଇନା ସାଗରରେ ଆମେରିକା ଓ ଚାଇନା ମଧ୍ୟରେ ଉତ୍ତେଜନା ପରିସ୍ଥିତି ବେଳକୁ ବେଳ ବଢିବାରେ ଲାଗିଛି । ଅନ୍ୟପଟେ ତାଇୱାନ ମାମଲାରେ ମଧ୍ୟ ଦୁଇ ଦେଶ ଆକ୍ରମଣାତ୍ମକ ଢଙ୍ଗିରେ ମୁହାଁମୁହିଁ ହୋଇଥିଲେ । ଇତିମଧ୍ୟରେ ଦକ୍ଷିଣ ଚାଇନା ସାଗରରେ ଚାଇନା ଆମେରିକାର ପରମାଣୁ ଜାହାଜ ଉପରେ ଆକ୍ରମଣ କରିଛି । ହେଲେ ଏହି ଆକ୍ରମଣ କାହା ଉପରେ କରାଯାଇଛି ଆଉ କିଏ କରିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଆମେରିକା ଅଧିକାରୀଙ୍କ କହିବା କଥା ହେଲା ବୁଡାଜାହଜ ଏକ ଅଜଣା ବସ୍ତୁ ସହ ଧକ୍କା ଖାଇଛି ଏଥିରେ କୌଣସି କ୍ଷତି ହୋଇନାହିଁ । ଜାହାଜଟି ଅପରେଶନ ସ୍ଥିତିରେ ରହିଛି । ସୂଚନା ଯୋଗ୍ୟ, ପ୍ରାୟ ୫ ଦିନ ଆଗରୁ ଏହି ଘଟଣା ଘଟିଥିଲେ ବି ସୁରକ୍ଷା ଦୃଷ୍ଟିରୁ ଏହାକୁ ସାର୍ବଜନିନ କରାଯାଇ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri