ଡ୍ରିମ୍‌ ଗର୍ଲଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଡ୍ରିମ୍‌ ଗର୍ଲ ହେମା ମାଳିନି ଯଦିଓ ଗତ ତିନିବର୍ଷ ଧରି କୌଣସି ଫିଲ୍ମରେ ନଜର ଆସି ନାହାନ୍ତି, କିନ୍ତୁ ତାଙ୍କୁ ଭାରତୀୟ ସିନେମାର ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ସର୍ବଦା ସ୍ମରଣ କରାଯିବ। ବଲିଉଡରେ ତାଙ୍କର ଆଇକନିକ ଫିଲ୍ମ ମଧ୍ୟରେ ଶୋଲେ, ସୀତା ଔର ଗୀତା, କ୍ରାନ୍ତି, ଡ୍ରିମ ଗାର୍ଲ, ଅନ୍ଧାକାନୁନ୍‌ ଭଳି ଚଳଚ୍ଚିତ୍ର ସାମିଲ ଅଛି। ଡ୍ରିମ୍‌ ଗର୍ଲ ନିଜ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି।
ବଲିଉଡରେ ନାମ ଅର୍ଜନ କରିବା ପରେ ହେମା ମାଳିନୀ ରାଜନୀତି ଆଡକୁ ଗଲେ। ସାଧାରଣ ନିର୍ବାଚନ ଆଫିଡେଭିଟରେ ହେମାଙ୍କ ସମ୍ପତ୍ତି ସାଧାରଣ ଜନତାଙ୍କ ନିକଟରେ ପ୍ରକାଶ ପାଇଥିଲା। ଆଫିଡେଭିଟ୍‌ରେ କୁହାଯାଇଛି ଯେ, ହେମାଙ୍କ ମୋଟ ସମ୍ପତ୍ତି ହେଉଛି ୨୪୯ କୋଟି ଟଙ୍କା। ଏଥିମଧ୍ୟରୁ ହେମାଙ୍କର ୧୧୪ କୋଟି ଟଙ୍କା ଏବଂ ବାକି ଧର୍ମେନ୍ଦ୍ରଙ୍କର ଅଟେ।
ହେମା ବିଳାସପୂର୍ଣ୍ଣ କାରକୁ ଭଲ ପାଆନ୍ତି ଏବଂ ସେ ଅଡି କ୍ୟୁ୫, ମର୍ସିଡିଜ ବେଞ୍ଜ ଏମ-କ୍ଲାସ, ହୁଣ୍ଡାଇ ସାଣ୍ଟା ଫେ ଏବଂ ଅନ୍ୟାନ୍ୟର ମାଲିକ। କାର ବ୍ୟତୀତ ସେ ବିପୁଳ ପରିମାଣର ଅଳଙ୍କାର ମଧ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri