ପାତ୍ରପୁର,୬ା୯(ଡି.ଏନ୍.ଏ.)- ସାମନ୍ତିଆପଲ୍ଲି ବନାଞ୍ଚଳରେ ଦିନକୁ ଦିନ ବାର୍ହା ସଂଖ୍ୟା ବଢିଚାଲିଛି। ଜଙ୍ଗଲ କ୍ଷୟ ଯୋଗୁ ଏମାନେ ଅନେକ ସମୟରେ ଜନବସତି ମୁହଁା ହେଉଛନ୍ତି। ଫଳରେ ବିଭିନ୍ନ ସମୟରେ ଦୁର୍ଘଟଣାରେ ମୃତ୍ୟୁ ଘଟୁଛି। ବୁଧବାର ମା’ ବାର୍ହା ସହ ଆସିଥିବା ୩ ଛୁଆଙ୍କର ଡ୍ରେନ୍ରେ ପଡି ମୃତ୍ୟୁ ଘଟିଛି। ପ୍ରକାଶ ଯେ, ମା’ ବାର୍ହା ସହ ୭ଟି ଛୁଆ ବୁଧବାର ରାତିରେ ଖାଦ୍ୟ ଅନ୍ବେଷଣରେ ଆସିଥିଲେ। କୁଠାରୀ ମନ୍ଦିର ନିକଟ ଡ୍ରେନରେ ବର୍ଷାଯୋଗୁ ଜୋର୍ରେ ପାଣି ଚାଲୁଥିବାରୁ ମା’ ଓ ଛୁଆମାନେ ସେଥିରେ ଫସି ଯାଇଥିଲେ। ସକାଳୁ ସ୍ଥାନୀୟ ଲୋକେ ସେହି ବାଟ ଦେଇ ଯିବାବେଳେ ମା’ ଡ୍ରେନ୍ରୁ ଉଠି ଜଙ୍ଗଲ ଆଡେ ପଳାଇଥିଲା। ଲୋକମାନେ ୪ଛୁଆଙ୍କୁ ଉଦ୍ଧାର କରି ଜଙ୍ଗଲରେ ଛାଡିଥିଲେ। ମାତ୍ର ଅନ୍ୟ ୩ ଛୁଆଙ୍କର ସେତେବେଳକୁ ପାଣିରେ ବୁଡି ମୃତ୍ୟୁ ଘଟିସାରିଥିଲା।
Posted inଆମ ଜିଲା ଖବର, ଗଞ୍ଜାମ View All
ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?
ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...
ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି
ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...
ଶତପ୍ରତିଶତ ପରୀକ୍ଷା ଫଳ ଉପରେ ଗୁରୁତ୍ୱ: କେନ୍ଦ୍ରୀୟ ବିଦ୍ୟାଳୟ…
ଭଞ୍ଜନଗର,୧୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା କଲେଜ ପରିଚାଳନା...
କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…
କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍ଘାଟିତ...
ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ
ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...
ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ
ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...
ବସ୍-ବାଇକ୍ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ
ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...
ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…
ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...
Archives


