ପାତ୍ରପୁର,୬ା୯(ଡି.ଏନ୍.ଏ.)- ସାମନ୍ତିଆପଲ୍ଲି ବନାଞ୍ଚଳରେ ଦିନକୁ ଦିନ ବାର୍ହା ସଂଖ୍ୟା ବଢିଚାଲିଛି। ଜଙ୍ଗଲ କ୍ଷୟ ଯୋଗୁ ଏମାନେ ଅନେକ ସମୟରେ ଜନବସତି ମୁହଁା ହେଉଛନ୍ତି। ଫଳରେ ବିଭିନ୍ନ ସମୟରେ ଦୁର୍ଘଟଣାରେ ମୃତ୍ୟୁ ଘଟୁଛି। ବୁଧବାର ମା’ ବାର୍ହା ସହ ଆସିଥିବା ୩ ଛୁଆଙ୍କର ଡ୍ରେନ୍ରେ ପଡି ମୃତ୍ୟୁ ଘଟିଛି। ପ୍ରକାଶ ଯେ, ମା’ ବାର୍ହା ସହ ୭ଟି ଛୁଆ ବୁଧବାର ରାତିରେ ଖାଦ୍ୟ ଅନ୍ବେଷଣରେ ଆସିଥିଲେ। କୁଠାରୀ ମନ୍ଦିର ନିକଟ ଡ୍ରେନରେ ବର୍ଷାଯୋଗୁ ଜୋର୍ରେ ପାଣି ଚାଲୁଥିବାରୁ ମା’ ଓ ଛୁଆମାନେ ସେଥିରେ ଫସି ଯାଇଥିଲେ। ସକାଳୁ ସ୍ଥାନୀୟ ଲୋକେ ସେହି ବାଟ ଦେଇ ଯିବାବେଳେ ମା’ ଡ୍ରେନ୍ରୁ ଉଠି ଜଙ୍ଗଲ ଆଡେ ପଳାଇଥିଲା। ଲୋକମାନେ ୪ଛୁଆଙ୍କୁ ଉଦ୍ଧାର କରି ଜଙ୍ଗଲରେ ଛାଡିଥିଲେ। ମାତ୍ର ଅନ୍ୟ ୩ ଛୁଆଙ୍କର ସେତେବେଳକୁ ପାଣିରେ ବୁଡି ମୃତ୍ୟୁ ଘଟିସାରିଥିଲା।
Posted inଆମ ଜିଲା ଖବର, ଗଞ୍ଜାମ View All
କେନାଲରେ ଫସି ରହିଥିଲା ବାର୍ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…
ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨
ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…
ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…
ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…
ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…
ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…
ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…
ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…
ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….
ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…
Archives

