ଡ୍ରେନ୍‌ ବ୍ୟବସ୍ଥା ନାହିଁ : ସାମାନ୍ୟ ବର୍ଷାରେ ରାସ୍ତାରେ ଭାସୁଛି ଆବର୍ଜନା

ଦେବଗଡ଼,୨୯।୮(ଡି.ଏନ୍‌.ଏ.): ୧୧ଟି ଓ୍ବାର୍ଡକୁ ନେଇ ଗଠିତ ଦେବଗଡ଼ ଏକ ଛୋଟ ସହର। ଏହି ପୌରପରିଷଦରେ ସଠିକ୍‌ ଡ୍ରେନ ବ୍ୟବସ୍ଥା ନ ଥିବାରୁ ସାମାନ୍ୟ ବର୍ଷା ହେଲେ ରାସ୍ତା ଉପରେ ଅଳିଆ ଆବର୍ଜନା ଭାସୁଛି। ଫଳରେ ଲୋକେ ଯିବା ଆସିବା କରିବାରେ ଅସୁବିଧା ଭୋଗ କରୁଛନ୍ତି। କିଛିଦିନ ତଳେ ଡ୍ରେନ ଉପରୁ ଉଚ୍ଛେଦ କରାଯାଇଥିଲେ ହେଁ ଆଜି ପର୍ଯ୍ୟନ୍ତ କୌଣସି ମରାମତି କରାଯାଇନାହିଁ। ସେଥିପାଇଁ ସାମାନ୍ୟ ବର୍ଷା ହେଲେ ଆବର୍ଜନା ରାସ୍ତାରେ ଭାସୁଛି। ପୌର କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?