Posted inଖେଳ

ଡ୍ରେସିଂରୁମ୍‌ କାନ୍ଥକୁ ମୁଥ ମାରି ମାର୍ଶ ଆହତ

ପର୍ଥ,୧୪।୧୦(ଏଏଫ୍‌ପି)- ଅଷ୍ଟ୍ରେଲିଆ ଅଲରାଉଣ୍ଡର ମିଚେଲ ମାର୍ଶ ଶେଫିଲ୍ଡ ସିଲ୍ଡ ମ୍ୟାଚ୍‌ରେ ନିରାଶ ହୋଇ ଡ୍ରେସିଂରୁମ୍‌ କାନ୍ଥକୁ ମୁଥ ମାରି ଆହତ ହୋଇଛନ୍ତି। ଓ୍ବେଷ୍ଟର୍ନ ଅଷ୍ଟ୍ରେଲିଆ ଅଲରାଉଣ୍ଡର ଗତ ମାସରେ ଟେଷ୍ଟ ଦଳକୁ ଫେରିଥିଲେ। ରବିବାର ତାସମାନିଆ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ୫୩ ରନ୍‌ କରି ଖେଳୁଥିବାବେଳେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ଏହି ମ୍ୟାଚ୍‌ ଡ୍ର ସହ ଶେଷ ହୋଇଥିଲା। ଏଥିରେ ମାର୍ଶ ନିରାଶ ହୋଇ ଡାହାଣ ହାତକୁ ଫ୍ରାକଚର କରି ଦେଇଥିବା ଲାଗୁଛି। ତାଙ୍କ ହାତର ସ୍କାନ କରାଯିବା ପରେ ସମସ୍ୟାର ଗୁରୁତ୍ୱ ଓ କେତେ ଦିନ ବିଶ୍ରାମ ଦରକାର ତାହା ଜଣାପଡ଼ିବ। ଓ୍ବେଷ୍ଟର୍ନ ଅଷ୍ଟ୍ରେଲିଆ ଶୁକ୍ରବାର ତା’ର ପରବର୍ତ୍ତୀ ମ୍ୟାଚ୍‌ ଭିକ୍ଟୋରିଆକୁ ଭେଟିବ। ଏହି ମ୍ୟାଚ୍‌ରେ ଅଧିନାୟକ ମାର୍ଶଙ୍କ ଖେଳିବାର ସମ୍ଭାବନା ଖୁବ କମ୍‌। ଏଣୁ ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ପୂର୍ବରୁ ଚୟନକର୍ତ୍ତାଙ୍କୁ ପ୍ରଭାବିତ କରିବା ମାର୍ଶଙ୍କ ପାଇଁ କଷ୍ଟକର ହେବ। ସେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ୫ମ ଆଶେସ ଟେଷ୍ଟରେ ୮୬ ରନ୍‌ ବ୍ୟୟରେ ୭ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ବ୍ୟାଙ୍କ ଆକାଉଣ୍ଟ ରଖୁଛନ୍ତି କି? ସାବଧାନ! ଆପଣଙ୍କ ପକେଟ୍‌ ଉପରେ ପଡ଼ିପାରେ ଭାରି…

ନୂଆଦିଲ୍ଲୀ, ୧୫।୭: ଆଜିର ଡିଜିଟାଲ ଯୁଗରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଅତ୍ୟନ୍ତ ସହଜ ହୋଇଯାଇଛି। ବ୍ୟାଙ୍କକୁ ନଯାଇ ଘରେ ବସି ମୋବାଇଲ୍ ସାହାଯ୍ୟରେ ମିନିଟ୍‌କ ମଧ୍ୟରେ ନୂଆ…

କାର ଭିତରୁ ରାଇଫଲ ସହ ୯୩ ହଜାର ଜବତ: ୩ ଜଣଙ୍କୁ କୋର୍ଟଚାଲାଣ

କେସିଙ୍ଗା,୧୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପୋଲିସ ଚେକିଂ ଚାଲିଥିବା ସମୟରେ ଗତକାଲି ଏକ ବେଆଇନ ଦେଶୀ ବନ୍ଧୁକ ସହ ୯୩ ହଜାର ଜବତ ହୋଇଛି। ଏହି…

ମ୍ୟାଚ ଜିତିବା ପରେ ଶୁବମନଙ୍କ ପାଇଁ କୋହଲି କଲେ ଏମିତି କିଛି, ଜିତିନେଲେ ସମସ୍ତଙ୍କ ମନ; ଭାଇରାଲ ଭିଡିଓ ଦେଖିଲେ…

ବର୍ମିଂହାମ,୧୫।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚରେ ଭାରତୀୟ ଦଳର ଚମତ୍କାର ବିଜୟ ପରେ, ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଏକ ସୁନ୍ଦର ଭିଡିଓ ସୋସିଆଲ ମିଡିଆରେ…

୨ ଯୁବକଙ୍କୁ ପ୍ରେମ କରୁଥିଲେ ନର୍ସ: ଧରାପଡ଼ିବା ପରେ ନେଲେ ଚରମ ନିଷ୍ପତ୍ତି

ଭୁବନେଶ୍ୱର,୧୫।୭: ତ୍ରିକୋଣୀୟ ପ୍ରେମ ପାଇଁ ସାଜିଲା କାଳ। ଝୁଲି ପଡ଼ିଲେ ଯୁବତୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର। ମୃତ ଯୁବତୀ ଜଣଙ୍କ ପଟିଆର ଏକ…

ସମ୍ପର୍କରେ କଳଙ୍କ: ଦୁଇ ନାବାଳିକା ଝିଅଙ୍କୁ ଭୟଭୀତ କରି ବଳାତ୍କାର କରୁଥିଲେ ବାପା; ମା’ ଜାଣିବା ପରେ…

ବସ୍ତି,୧୫।୭: ଉତ୍ତର ପ୍ରଦେଶର ବସ୍ତି ଜିଲା କଲୱାରୀ ଥାନା ଅଞ୍ଚଳରୁ ଏକ ଅତି ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ପିତା ନିଜର ଦୁଇ ନାବାଳିକା ଝିଅଙ୍କ…

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ…

ଭିଟାମାଟି ଛାଡ଼ି ଯିବା ପରେ ବି ପିଛା ଛାଡ଼ିଲାନି ମୃତ୍ୟୁ, ୧୪ ବର୍ଷ ପରେ ଖୋଜିଖୋଜି ମାରିଲା ହାତୀ, ଲୋମ ଟାଙ୍କୁରି ଉଠିବ ଏହି ଘଟଣା

କାଠମାଣ୍ଡୁ, ୧୫।୭: ମୃତ୍ୟୁମୁଖରୁ ବୋଧହୁଏ କେହି ବର୍ତ୍ତିପାରିବେ ନାହିିଁ। ଏହି କଥାକୁ ସତ ପ୍ରମାଣିତ କରି ଦେଖାଇଛି ନେପାଳର ଏକ ଭୟଙ୍କର ଜଙ୍ଗଲୀ ହାତୀ। ଯାହାର ନାଁ…

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri