ଡ୍ୟାନ୍ସ ବାର୍‌ ଖୋଲିବା ପ୍ରସଙ୍ଗ: ଭାଜପାର ଅଭିଯୋଗ ‘ଦୋମୁହାଁ ନୀତି ଅବଲମ୍ବନ କରୁଛନ୍ତି ରାଜ୍ୟ ସରକାର’

ଭୁବନେଶ୍ୱର,୨୯।୯(ବ୍ୟୁରୋ): ୨୦୧୮ରେ ରାଜ୍ୟ ସରକାର ଶପିଂମଲଗୁଡିକରେ ମଦ ବିକ୍ରିକୁ ବନ୍ଦ କରିବା ସହ ଏହା ଓଡ଼ିଶାର ସଂସ୍କୃତି ଓ ପରମ୍ପରା ବିରୋଧୀ ବୋଲି ଦର୍ଶାଇଥିଲେ। ହେଲେ ସେହି ରାଜ୍ୟ ସରକାର ନିକଟରେ ଡ୍ୟାନ୍ସ ବାର୍‌ ଖୋଲିବାକୁ ଅନୁମତି ଦେଉଛନ୍ତି। ତେଣୁ ସଂସ୍କୃତି କଥା କହୁଥିବା ସରକାର ପ୍ରକୃତରେ ଡ୍ୟାନ୍ସ ବାର୍‌ ଖୋଲି ଦୋମୁହାଁ ନୀତି ଅବଲମ୍ବନ କରିଥିବା ଭାଜପା ନେତ୍ରୀ ଡ. ଲେଖାଶ୍ରୀ ସାମନ୍ତସିଂହାର ଶନିବାର ଅଭିଯୋଗ କରିଛନ୍ତି।

ଲେଖାଶ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ୨୦୧୮ରେ ହାଇକୋର୍ଟର ସତ୍ୟପାଠରେ ଓଡ଼ିଶାର ଐତିହ୍ୟ, ସଂସ୍କୃତି ପରମ୍ପରା ଦିଲ୍ଲୀ, ଗୁର୍‌ଗାଁଓ ଭଳି ଅଞ୍ଚଳରୁ ସମ୍ପୂର୍ଣ୍ଣ ଅଲଗା । ଶପିଂମଲରେ ମଦ ଦୋକାନ ଖୋଲିବାକୁ ଅନୁମତି ଦେବୁ ନାହଁୁ । ମଦ ବିକି ରାଜସ୍ବ କମାଇବା ଜନକଲ୍ୟାଣ କାମ ନୁହେଁ ବୋଲି ଉଲ୍ଲେଖ କରିଥିଲେ। ହେଲେ ସରକାର ନିକଟରେ ୭ଟି ଡ୍ୟାନ୍ସ ବାର୍‌ ପାଇଁ ଅନୁମତି ଦେବା ନିନ୍ଦନୀୟ ଘଟଣା ବୋଲି ଲେଖାଶ୍ରୀ କହିଛନ୍ତି।
ସେହିପରି ଓଡ଼ିଶାର ସଂସ୍କୃତି ସମ୍ବନ୍ଧରେ ଅବଗତ ନ ଥିବା ଅଣଓଡ଼ିଆ ଅଫିସରମାନେ ବିଭିନ୍ନ ନୀତି ପ୍ରଣୟନ କରୁଛନ୍ତି। ଓଡ଼ିଶା ସଂସ୍କୃତିରେ ଡ୍ୟାନ୍ସ ବାର୍‌ର ପରିକଳ୍ପନା ନାହିଁ ା ଓଡ଼ିଆ ସଂସ୍କୃତିରେ ମହିଳାମାନଙ୍କୁ ସର୍ବୋଚ୍ଚ ସ୍ଥାନରେ ରଖାଯାଇଥାଏ । ହେଲେ ଡ୍ୟାନ୍ସ ବାର୍‌ ଖୋଲିବା ଭଳି ନିଷ୍ପତ୍ତି ମହିଳା ବିରୋଧୀ ମାନସିକତାର ପରିଚୟ ବୋଲି ଲେଖାଶ୍ରୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri