ଡ୍ୟୁକ୍‌ର ନୂଆ ଟି-ଶାର୍ଟ କଲେକ୍ସନ

ଭୁବନେଶ୍ୱର,୨୮-୬: ଡ୍ୟୁକ୍‌ ଫ୍ୟାଶନ୍ସ ଇଣ୍ଡିଆ ଲିମିଟେଡ ପକ୍ଷରୁ ନୂଆ ମର୍ସିରାଇଜଡ୍‌ କଟନ ଟି-ସାର୍ଟ କଲେକଶନ ୨୦୧୯ ବଜାରରେ ଉପଲବ୍ଧ ହେଉଛି। ଏହା ଡିଜାଇନ ଏବଂ ଷ୍ଟାଇଲ ଦୃଷ୍ଟିରୁ ବେଶ୍‌ ଆକର୍ଷଣୀୟ ହୋଇଥିବା ବେଳେ ସ୍ବତନ୍ତ୍ର ଫ୍ୟାବ୍ରିକରେ ଏହା ପ୍ରସ୍ତୁତ ହୋଇଛି। କାଜୁଆଲ ଲୁକ ପ୍ରଦାନ କରିବା ଦିଗରେ ଏହା ସହାୟକ ହୋଇ ପାରିବ। ଏଥିରେ ପ୍ରଡକ୍ଟର ଗୁଣବତ୍ତାକୁ ଧ୍ୟାନରେ ରଖାଯାଇଥିବା କମ୍ପାନୀ ପକ୍ଷରୁ ସୂଚନା ରହିଛି। ଏହି ନୂତନ ରେଞ୍ଜର ପୋଷାକ ୧୨୪୯ ଟଙ୍କାରୁ ଆରମ୍ଭ ହେଉଛି। କଲେକ୍ସନଗୁଡିକ ଡ୍ୟୁକର ଏକ୍ସକ୍ଲୁସିଭ ଶୋ’ରୁମ, ପ୍ରମୁଖ ମଲ୍ଟି ବ୍ରାଣ୍ଡ ଆଉଟଲେଟ ଏବଂ ଅନ୍‌ଲାଇନ ଶପିଂ ପୋର୍ଟାଲଗୁଡିକରେ ଉପଲବ୍ଧ ହେବ। ଗୁଣବତ୍ତା ଫ୍ୟାଶନ ସାମଗ୍ରୀ ଉପଲବ୍ଧ କରାଇବା ଲାଗି କମ୍ପାନୀ ରାଷ୍ଟ୍ରପତି ପୁରସ୍କାର ସହ ୩ ଜାତୀୟ ପୁରସ୍କାର ପାଇଛି। ଏହା ଆମେରିକାରେ ଭାରତୀୟ ପାଓ୍ବାର ବ୍ରାଣ୍ଡ ଭାବେ ପୁରସ୍କୃତ ହୋଇଛି। ୩୬୦ ସ୍ବତନ୍ତ୍ର କମ୍ପାନୀ ଷ୍ଟୋର, ୪୦୦୦ରୁ ଉର୍ଦ୍ଧ୍ୱ ମଲ୍ଟି ବ୍ରାଣ୍ଡ ଷ୍ଟୋର, ପ୍ରମୁଖ ଚେନ୍‌ ଷ୍ଟୋରରେ କମ୍ପାନୀ ଏହାର ପ୍ରଡକ୍ଟ ଉପଲବ୍ଧ କରାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri