ଡ. ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ କେନ୍ଦ୍ରମନ୍ତ୍ରୀ

ବନ୍ତ,୨।୧(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁରେ ଡ. ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିକୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଗୁରୁବାର ଅନାବରଣ କରିଛନ୍ତି । ବାତ୍ୟା ଆଶ୍ରୟସ୍ଥଳ ନିକଟରେ ଏହି ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲା ଭାଜପା ସଭାପତି ହେମନ୍ତ ପାଢ଼ୀ, ଭାଜପା ନେତା ବଦ୍ରି ନାରାୟଣ ଧଳ, ଅଭିମନ୍ୟୁ ସେଠୀ, ପ୍ରଦୀପ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri