ଢାବାରୁ ବିଦେଶୀ ମଦ ଜବତ, ୨ କୋର୍ଟ ଚାଲାଣ

ପରଜଙ୍ଗ,୨୯।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ୧୪୯ନଂ. ଜାତୀୟ ରାଜପଥ ପାର୍ଶ୍ୱ ପରମହଂସପୁର ଛକ ନିକଟରେ ଥିବା ଉମାଶଙ୍କର ଢାବାରେ ଶୁକ୍ରବାର ରାତିରେ ପୋଲିସ ଚଢ଼ାଉ କରି ୪୨ ବୋତଲ ବିଦେଶୀ ଚୋରାମଦ ଜବତ କରିବା ସହ ୨ଜଣଙ୍କୁ ଗିରଫ କରିଥିଲା। ସେମାନେ ହେଲେ ଢାବା ମାଲିକ ନୃସିଂହ ସାହୁ ଓ କର୍ମଚାରୀ ଲିପୁନ ବେହେରା। ଶନିବାର ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଏଏସ୍‌ଆଇ ସୂଚନା ଦେଇଛନ୍ତି। ଏସ୍‌ଆଇ ସରୋଜ ସେଠୀଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଥିଲା। ଏ ନେଇ ଥାନାରେ ନଂ.୧୭୪/୧୯ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ବଜ୍ରପାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ

ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର…

ହାତୀକୁ ଫାର୍ମହାଉସରେ ପୋତିଥିଲେ: ପଡ଼ିଗଲେଧରା, ଗଲେ ଜେଲ୍

ଢେଙ୍କାନାଳ,୨।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳରେ ଏକ ହାତୀ ମୃତଦେହକୁ ଫାର୍ମହାଉସ ଭିତରେ ପୋତିଦେଇଥିବା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଜେଲ୍‌ ପଠାଇଛି।…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri