Posted inରାଜ୍ୟ

ଢେଙ୍କାନାଳରେ ରାଇସ୍‌ ମିଲ୍‌ ପାଚେରି ଭୁଶୁଡ଼ିବା ଘଟଣା: ମୃତକଙ୍କ ପରିବାରକୁ ୨୫ ହଜାର ଟଙ୍କା ସହାୟତା, ମିଲ୍‌ ମାଲିକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ଢେଙ୍କାନାଳ ଅଫିସ,୯।୬: ଢେଙ୍କାନାଳ ସହର ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି ଭୁଶୁଡ଼ି ପଡ଼ିବାରୁ ରବିବାର ୪ ଜଣଙ୍କ ମୃତ୍ୟୁ ଘଟିଥିଲା। ଏଥିସହ ୨ଜଣ ଗୁରୁତର ଆହତ ହୋଇଥିଲେ। ଆହତଙ୍କୁ ଚିକିତ୍ସା ନିମନ୍ତେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ଖବର ପାଇ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଘଟଣାସ୍ଥଳରେ ପହଞ୍ଚିବା ସହ ଡାକ୍ତରଖାନାରେ ମଧ୍ୟ ଆହତଙ୍କୁ ଭେଟିଛନ୍ତି। ସେଠାରେ ସେ ମୃତକଙ୍କ ପରିବାରକୁ ରେଡ୍‌ କ୍ରସ୍‌ ପାଣ୍ଠିରୁ ପ୍ରଥମେ ୨୫ ହଜାର ଟଙ୍କା ସହାୟତା ଦିଆଯିବ ବୋଲି କହିଛନ୍ତି। ଅପରପକ୍ଷେ ଚିକିତ୍ସାଧୀନ ଥିବା ଗୁରୁତର ଆହତମାନଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ତେବେ ରାଇସ୍‌ ମିଲ୍‌ ମାଲିକଙ୍କୁ ନୋଟିସ୍‌ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କଲ୍ୟାଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ପ୍ରତିନିଧିଙ୍କ ସହ ସାକ୍ଷାତ ପରେ ପ୍ରଥମ ପ୍ରତିକ୍ରିୟା ଦେଲେ ନଡ୍ଡା, କହିଲେ…

ନୂଆଦିଲ୍ଲୀ,୨୧।୭: ପେପର ଲିକ ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ସୋସିଆଲ ମିଡିଆରେ ଉଭା ହୋଇଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର…

ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘର ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଛତ୍ରପୁର,୨୧।୭(ଦିଲ୍ଲୀପ ସାମଲ/ଦ୍ଵାରୀକା ପଟ୍ଟନାୟକ): ରାଜ୍ୟର ବେସରକାରୀ ଅନୁଦାନପ୍ରାପ୍ତ ଓ ଅଣଅନୁଦାନ ମହାବିଦ୍ୟାଳୟରେ ୨୦୦୮ରୁ ୨୦୧୮ ମଧ୍ୟରେ ପରିଚାଳନା କମିଟି ଦ୍ବାରା ନିଯୁକ୍ତ ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଦରମା…

ଅଭିଜିତ ଦିପ୍‌କେଙ୍କ ବଡ଼ ପ୍ଲାନ୍‌! ଆଜି ବି ସଂସଦ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦିପ୍‌କେ କହିଛନ୍ତି ଯେ ମଙ୍ଗଳବାର ଦ୍ୱିତୀୟ ଦିନ ପାଇଁ ମଧ୍ୟ ସଂସଦ ପର୍ଯ୍ୟନ୍ତ ମାର୍ଚ୍ଚ ଜାରି…

ଦିଲ୍ଲୀ ପୋଲିସ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲା CJP: ଯେଉଁ ଟ୍ରକ୍‌ରେ ଅଭିଜିତ, ଅଭିନେତା ପ୍ରକାଶ ରାଜ ଥିଲେ…

ନୂଆଦିଲ୍ଲୀ,୨୧।୭: ସଂସଦ ମାର୍ଚ୍ଚ ସମୟରେ ହୋଇଥିବା ଧସ୍ତିଧାସ୍ତିର ଗୋଟିଏ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀ ପୋଲିସ ବିରୋଧରେ ଗୁରୁତର ଅଭିଯୋଗ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri