ଢେଙ୍କାନାଳରେ ସାଧାରଣତନ୍ତ୍ର ଦିବସ

ଭୁବନ,୨୬।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସେଥି ମଧ୍ୟରୁ ଏନ୍‌ଏସି କାର୍ଯ୍ୟାଳୟରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିବା ବେଳେ ଶିକ୍ଷକ ପରିଷଦ ପକ୍ଷରୁ ତିନି ଷ୍ଟାଡିୟମଠାରେ ପତାକା ଉତ୍ତୋଳନ କରାଯାଇଥିଲା। ଭୁବନର ସମସ୍ତ ଅନୁଷ୍ଠାନ ନୂଆ ବଜାର ,ବଣିକ ସଂଘ ପକ୍ଷରୁ ପତାକା ଉତ୍ତୋଳନ କରାଯାଇଥିଲା । ସେଥିରେ ଶିକ୍ଷକ ପରିଷଦର ସଭାପତି ବ୍ରହ୍ମୋତ୍ରୀ ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରିଥିଲେ । ଏହି ଅବସରରେ ସମସ୍ତ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri