ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଚତୁର୍ଥ ମହଲାରୁ ଡେଇଁ ରୋଗୀ ମୃତ

ଢେଙ୍କାନାଳ ଅଫିସ, ୧୭।୫: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଚତୁର୍ଥ ମହଲାରୁ ଡେଇଁବା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଟୁନା ବେହେରା(୨୨)। ଟୁନାଙ୍କ ଘର ଗଁଦିଆ ଥାନା ମହୂଲଖୋଳି ଗ୍ରାମରେ ବୋଲି ଜଣାପଡ଼ିଛି। ସେ ଗତକାଲି ରାତିରେ ଅଂଶୁଘାତର ଶିକାର ହୋଇ ଉକ୍ତ ମହଲାରେ ଥିବା ମେଡିସିନ ଓ୍ବାର୍ଡରେ ଭର୍ତ୍ତି ହୋଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri