ଢେଙ୍କିକୋଟ, ୨୮ା୪(ଡି.ଏନ୍.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଢେଙ୍କିକୋଟରେ ଗତକାଲିଠାରୁ ଅଗ୍ନିବର୍ଷା ଜାରି ରହିଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜନସାଧାରଣ ପ୍ରଚଣ୍ଡ ଖରାରୁ ପଦାକୁ ବାହାରି ପାରୁନାହାନ୍ତି। ୧୧ଟା ବେଳକୁ ବଜାର ରାସ୍ତା ଘାଟ ଶୂନ୍ଶାନ ହୋଇଯାଉଛି। ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ଶନିବାର ସାପ୍ତାହିକ ହାଟ ଥିବାବେଳେ ହାଟରେ ଲୋକସଂଖ୍ୟା ପ୍ରତି ହାଟଠାରୁ ୩ଗୁଣା କମ ଦେଖିବାକୁ ମିଳିଛି। କେନ୍ଦୁଝର ଜିଲା ଆରଏମ୍ସି ଅଧିନରେ ହାଟ ଥିବାବେଳେ ହାଟ ଲୋକମାନଙ୍କ ନିମନ୍ତେ କୌଣସି ପାନୀୟ ଜଳର ବ୍ୟବସ୍ଥା ନାହିଁ। ଜଳଛତ୍ର ଆର୍ଏମ୍ସି ପକ୍ଷରୁ ଖୋଲିବା ପାଇଁ ଦାବି ହେଉଛି।
ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ
ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…
ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ
ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…
ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ
ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…
ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ
ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

