CORONAVIRUS UPDATE: ତଥ୍ୟ ବଦଳାଇଲା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ: କରୋନା ମୃତ୍ୟୁ ସଂଖ୍ୟା ୫ ନୁହେଁ ୪

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫ ନୁହେଁ ବରଂ ୪। ଏନେଇ ରବିବାର ଅପରାହ୍ନରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ଆଜି ଘୋଷିତ ୨ ମୃତକଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ କରୋନାରେ ହୋଇନାହିଁ। କୋଭିଡ ପରୀକ୍ଷାରୁ ଜଣେ ମୃତକଙ୍କ ନମୁନା ନେଗେଟିଭ୍‌ ଆସିଛି। ପୂର୍ବରୁ ଗଞ୍ଜାମରେ ୨ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ନେଇ ବିଭାଗ ପକ୍ଷରୁ କୁହାଯାଇଥିଲା।

ପ୍ରକାଶ ଯେ, ରାଜ୍ୟରେ ୯୧ଜଣ ନୂଆ ଆକ୍ରାନ୍ତ ମଧ୍ୟ ଚିହ୍ନଟ ହୋଇଥିଲେ। ଫଳରେ ମୋଟ ଆକ୍ରାନ୍ତ ସଂଖ୍ୟା ୮୨୮ ହୋଇଥିଲା। ସେଥିରୁ ୧୯୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ କରୋନାରେ ୫ଜଣଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ଦର୍ଶାଯାଇଥିଲା। ଏବେ ଏଥିରେ ସଂଶୋଧନ କରାଯାଇଛି। ଜଣେ ମୃତକ କୋଭିଡ ହସ୍ପିଟାଲ ଥିଲେ ହେଁ ତାଙ୍କର ନମୂନା ପରୀକ୍ଷଣ ପାଇଁ ପଠାଯାଇଥିଲା। ଆଜି ରିପୋର୍ଟ ଆସିବା ପରେ ଏହା ସ୍ପଷ୍ଟ ହୋଇଥିବା କୁହାଯାଇଛି। ତେବେ ଏବେ ରାଜ୍ୟରେ ୬୨୮ଜଣ ବିଭିନ୍ନ ଆକ୍ଟିଭ୍‌ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri