ତନିଷ୍କର ଅହଲ୍ୟା କଲେକ୍ସନ ପ୍ରଦର୍ଶିତ

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ତନିଷ୍କ ପକ୍ଷରୁ ନୂଆ ଅହଲ୍ୟା କଲେକ୍ସନ ଓଡ଼ିଶାରେ ବଜାର ପ୍ରବେଶ କରିଛି। କମ୍ପାନୀର ଏଭିପି ଏବଂ ରିଟେଲ ମୁଖ୍ୟ ଅରୁଣ ନାରାୟଣ, ଆଞ୍ଚଳିକ ବାଣିଜ୍ୟ ପ୍ରବନ୍ଧକ ଅନିର୍ବାଣ ବାନାର୍ଜି, ଫ୍ରାଞ୍ଚାଇଜି ଓନର ମାନିକ ହଂସ ଏବଂ ଏବିଏମ୍‌ ପ୍ରଖର ପୁଲାଓ୍ବତ ନୂଆ କଲେକ୍ସନର ବଜାର ପ୍ରବେଶ କରାଇଥିଲେ। ସେହିଭଳି ରିଭାହ ଗହଣା ସମ୍ଭାରକୁ ଏହି ଅବସରରେ ପ୍ରଦର୍ଶନ କରାଯାଇଥିଲା। ଅହଲ୍ୟାର ମୂଳମନ୍ତ୍ର ହେଲା ପ୍ରକୃତ ସୁନ୍ଦରତା। ଏହାର ମୂଲ୍ୟ ୩.୫ ଲକ୍ଷ ଟଙ୍କାରୁ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri