ତନିଷ୍କର ଦୀପାବଳି ଅଫର

ଭୁବନେଶ୍ୱର,୧୭-୧୦: ତନିଷ୍କ ପକ୍ଷରୁ ଦୀପାବଳି ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଗ୍ରାହକମାନେ ଏହି ସମୟରେ ଷ୍ଟୋରରେ ସୁନା ଗହଣାର ଗଢା ମୂଲ୍ୟ ଉପରେ ୨୫% ପର୍ଯ୍ୟନ୍ତ ରିହାତି ପାଇ ପାରିବେ। ଏହାବାଦ ହୀରା ଗହଣା ମୋଟ ମୂଲ୍ୟ ଉପରେ ୨୫% ପର୍ଯ୍ୟନ୍ତ ରିହାତି ରହିଛି। ଏହି ଅବସରରେ କମ୍ପାନୀ ପକ୍ଷରୁ ସ୍ବତନ୍ତ୍ର ଭିରାସତ କଲେକ୍ସନର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ଶୋ’ରୁମରେ ପ୍ରାଞ୍ଚାଇଜି ଓନର ମାନିକ ହଂସ ଏବଂ କମ୍ପାନୀର ଏବିଏମ୍‌ ପ୍ରଖର ପୁଲାୟତ ଏହି ମଡେଲଗୁଡିକୁ ବଜାର ପ୍ରବେଶ କରାଇଥିଲେ। ଏଥିରେ ପ୍ଲେନ ସୁନା, ଗ୍ଲାସ କୁନ୍ଦନ ଏବଂ ପୋଲକି କୁନ୍ଦନ ଆଦିର ଡିଜାଇନ ରହିଛି। ଡିଜାଇନ ଏବଂ ସମସାମୟିକ କାରିଗରିକୁ କମ୍ପାନୀ ଏଥିରେ ସ୍ଥାନିତ କରିଛି। ପାରମ୍ପରିକ ଗଢଣ ଚାହୁଁଥିବା ଆଧୁନିକ ମହିଳାଙ୍କୁ ଧ୍ୟାନରେ ରଖି ଭିରାସତ କଲେକ୍ସନ ବଜାରକୁ ଆସିଛି। ଏହି କଲେକ୍ସନ ଦ୍ୱାରା ଗ୍ରାହକ ସର୍ବୋତ୍ତମ ଶପିଂ ଅନୁଭୂତି ଲାଭ କରିପାରିବେ ବୋଲି ଟାଇଟାନ କମ୍ପାନୀ ଲିମିଟେଡର ଗହଣା ଡିଭିଜନ ମାର୍କେଟିଂ ଉପସଭାପତି ଦୀପିକା ତିଓ୍ବାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ସାଧାରଣ ଲୋକଙ୍କ ପାଇଁ ଖୁସିଖବର, କମିଗଲା…

ନୂଆଦିଲ୍ଲୀ,୧୫।୧୨: ନଭେମ୍ୱର ମାସରେ ଭାରତର ପାଇକାରୀ ମୁଦ୍ରାସ୍ଫୀତି ହାର ନକାରାତ୍ମକ ହୋଇଗଲା, ଯାହା ବର୍ଷ ବର୍ଷ ଧରି 0.32% ହ୍ରାସ ପାଇଲା। ଏହି ହ୍ରାସ ମୁଖ୍ୟତଃ ଖାଦ୍ୟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri