ତରୁଣକାନ୍ତି ମିଶ୍ରଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ବିଶିଷ୍ଟ କଥାକାର ତଥା ପୂର୍ବତନ ଶାସନ ସଚିବ ତରୁଣକାନ୍ତି ମିଶ୍ର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ। ଗଳ୍ପ ସଙ୍କଳନ ‘ଭାସ୍ବତୀ’ ପାଇଁ ସେ ଏହି ପୁରସ୍କାର ପାଇବେ ବୋଲି ଜଣାପଡ଼ିଛି।