ତଳମୂଳରେ ହାତୀପଲ, ଲୋକେ ଆତଙ୍କିତ

ବଅଁରପାଳ,୧୩ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ତଳମୂଳ ଓ ମହୀଧରପୁର ଅଞ୍ଚଳକୁ ବୁଧବାର ରାତିରୁ ୧୭ଟି ହାତୀ ପଳାଇ ଆସିଛନ୍ତି। ହାତୀପଲକୁ ଦେଖି ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ହାତୀପଲ ଲୋକଙ୍କ ବାଡ଼ି ବଗିଚାରେ ପଶି ବ୍ୟାପକ କ୍ଷତି ଘଟାଇଛନ୍ତି। ତଳମୂଳ ଗ୍ରାମର ଜଣେ ବ୍ୟକ୍ତିଙ୍କର ୩ଟି କଦଳୀ ବଗିଚା ହାତୀପଲ ନଷ୍ଟ କରିଥିବାବେଳେ ମହୀଧରପୁରର କେତେକ ଲୋକଙ୍କର ଆଖୁବଗିଚା ମଧ୍ୟ ନଷ୍ଟ କରି ଦେଇଛନ୍ତି। ହାତୀପଲକୁ ଘଉଡ଼ାଇବା ପାଇଁ ଲୋକେ ଉଦ୍ୟମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶିଲେ କିଛି କହିବା ପୂର୍ବରୁ ଖଣ୍ଡାରେ ହାଣି ଲୁଟିନେଲେ  

ପରଜଙ୍ଗ,୧।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗାଁରେ ସଶସ୍ତ୍ର ଡକାୟତ ହୋଇଛି। ବିଳମ୍ବିତ ରାତିରେ ଘରେ ପଶିଲେ କିଛି କହିବା ପୂର୍ବରୁ ଠେଙ୍ଗାରେ ପିଟି…

ଧର୍ମାନ୍ତରୀକରଣ ଓ ଲଭ୍ ଜିହାଦ

ଆକାର ପଟେଲ ଆମ ଗଣମାଧ୍ଯମ ଏବଂ ହ୍ଵାଟ୍ସଆପ୍ ଗ୍ରୁପଗୁଡ଼ିକରେ ଆମେ ଯେଉଁ ସବୁ ବିଷୟରେ ଆଲୋଚନା ବା ପ୍ରଚାର କରୁଛୁ, ତାହା ମଧ୍ୟରୁ ଗୋଟିଏ। ହେଉ ହେଉଛି…

ମାର୍ଚ୍ଚରୁ ମେ’ ପ୍ରବଳ ଗରମ

ଭୁବନେଶ୍ୱର,୧।୩(ବନ୍ଦନା ସେଠୀ): ମାର୍ଚ୍ଚ ଆରମ୍ଭ ନ ହେଉଣୁ ରାଜ୍ୟରେ ତାପମାତ୍ରା ୩୬ ଡିଗ୍ରୀ ଟପିଛି। ଆଗକୁ ପ୍ରବଳ ଖରାତାତି ଓ ଗରମରେ ଶିଝିବ ସାରା ଓଡ଼ିଶା। ବିଶେଷକରି…

ହତ୍ୟା ଦାବି ମଧ୍ୟରେ ଖାମନେଇଙ୍କ ପୋଷ୍ଟ, ଖଣ୍ଡା ନେଇ…

ତେହରାନ,୧।୩: ଆୟାତୋଲ୍ଲା ଅଲି ଖାମନେଇଙ୍କ ହତ୍ୟା ଦାବି ମଧ୍ୟରେ, ଇରାନର ସର୍ୱୋଚ୍ଚ ନେତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏକ ପୋଷ୍ଟ କରାଯାଇଛି। ପୋଷ୍ଟରେ ପୟଗମ୍ୱର ଅଲିଙ୍କୁ ଉଦ୍ଧୃତ…

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri