ତହସିଲ ସମ୍ମୁଖରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଲଖନପୁର,୪।୧୧(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ତହସିଲ ସମ୍ମୁଖରେ ସୋମବାର ହୀରାକୁଦ ବୁଡି ଅଞ୍ଚଳ ସମିତି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସମିତିର ସଭାପତି ବାସୁଦେବ ଭୋଇ, ସମ୍ପାଦକ ଗୋପୀନାଥ ମାଝି, ଉପଦେଷ୍ଟା ବିରଞ୍ଚି ସାହୁଙ୍କ ନେତୃତ୍ୱରେ ୧୪ ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାର ଜ୍ୟୋତ୍ସ୍ନାରାଣୀ ସାହୁଙ୍କୁ ପ୍ରଦାନ କରାଯାଇଛି । ଏହି ବିକ୍ଷୋଭ ପ୍ରଦର୍ଶନରେ ଲଖନପୁର ତହସିଲ ଅଞ୍ଚଳର ଶତାଧିକ ବିସ୍ଥାପିତ ଓ କ୍ଷତିଗ୍ରସ୍ତ ଲୋକେ ସାମିଲ ଥିଲେ । ଦାବିପତ୍ର ଗ୍ରହଣ ପରେ ସରକାରଙ୍କୁ ଏ ସମ୍ପର୍କରେ ଜଣାଇବେ ବୋଲି ତହସିଲଦାର ସାହୁ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri