Posted inଜାତୀୟ

ତାଜମହଲକୁ ଭାଙ୍ଗି ମନ୍ଦିର ନିର୍ମାଣ କରନ୍ତୁ, ପ୍ରଧାନମନ୍ତ୍ରୀଙ୍କୁ ଭାଜପା ବିଧାୟକଙ୍କ ନିବେଦନ

ନୂଆଦିଲ୍ଲୀ,୬।୪: ଆସାମର ଭାଜପା ନେତା ରୂପଜ୍ୟୋତି କୁର୍ମୀ ତାଜମହଲକୁ ଭାଙ୍ଗିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି କରିଛନ୍ତି। ବିଧାୟକ ରୂପଜ୍ୟୋତି କୁର୍ମୀ କହିଛନ୍ତି ଯେ, ତାଜମହଲ ପ୍ରେମର ପ୍ରତୀକ ନୁହେଁ, ମୁଁ ତୁରନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିକୁ ତାଜମହଲକୁ ଭାଙ୍ଗିବାକୁ ଅନୁରୋଧ କରୁଛି। କେବଳ ତାଜମହଲ ନୁହେଁ କୁତବ୍‌ ମିନାର ମଧ୍ୟ ଭାଙ୍ଗିବା ନେଇ ମଧ ଭାଜପା ବିଧାୟକ ରୂପଜ୍ୟୋତି କହିଛନ୍ତି। ସେ କହିଛନ୍ତି, ମୋଗଲ ସମ୍ରାଟ ଶାହଜାହାନ ତାଙ୍କ ସ୍ତ୍ରୀ ମମତାଜଙ୍କୁ ପ୍ରକୃତରେ କ’ଣ ଭଲ ପାଉଥିଲେ? ଯଦି ହଁ ତେବେ ମମତାଜଙ୍କ ମୃତ୍ୟୁ ପରେ ସେ ଆଉ ତିନୋଟି ବିବାହ କାହିଁକି କରିଥିଲେ?
ଶାହଜାହାନ ତାଙ୍କର ଚତୁର୍ଥ ସ୍ତ୍ରୀ ମମତାଜଙ୍କ ପାଇଁ ତାଜମହଲ ନିର୍ମାଣ କରିଥିଲେ। ଶାହଜାହାନ ମୋଟ୍‌ ୭ ବିବାହ କରିଥିଲେ। ରୂପଜ୍ୟୋତି କହିଛନ୍ତି, ମୁଁ ତଜମହଲ ଏବଂ କୁତବ୍‌ ମିନାରକୁ ତୁରନ୍ତ ଭାଙ୍ଗି ଦୁନିଆର ସବୁଠାରୁ ସୁନ୍ଦର ନିର୍ମାଣ କରିବାକୁ ପ୍ରଧାନମନ୍ତ୍ରୀ ମୋଦଙ୍କୁ ଅନୁରୋଧ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି…

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ…

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ।…

ଐତିହାସିକ ପଦକ୍ଷେପ ନେବା ପୂର୍ବରୁ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି: ମା’-ଭଉଣୀମାନଙ୍କ…

ନୂଆଦିଲ୍ଲୀ,୧୬।୪: ଦେଶର ସମସ୍ତ ମହିଳାଙ୍କୁ ଗୁରୁବାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଆଲୋଚନା ପୂର୍ବରୁ ସୋସିଆଲ ମିଡିଆ…

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍‌: ମାଟିରେ ମିଶିଲା ଦୋକାନ ଗୃହ

ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ…

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri