Posted inଫୁରସତ

ତାପମାତ୍ରାକୁ ଅନୁଭବ କରିପାରୁଥିବା ଟେବୁଲ

ଆଜିକାଲି ଅନେକ ପ୍ରକାରର ଆସବାବପତ୍ର ଆସିଗଲାଣି। ଫୋଲ୍ଡିଂ ଆସବାବ ସହ ବିଭିନ୍ନ ଅଜବ ଆସବାବ ବି ରହିଛି। ନିକଟରେ ଆଉ ଏକ ପ୍ରକାରର ଅଜବ ଆସବାବପତ୍ର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ୟୁକେ, ଅକ୍ସଫୋର୍ଡର ଡିଜାଇନର୍‌ ଜେ’ ଓ୍ବାଟସନ୍‌ ତିଆରି କରିଛନ୍ତି ଏହି ଖାସ୍‌ ଆସବାବପତ୍ର। ଯାହା ତାପମାତ୍ରାକୁ ଅନୁଭବ କରିପାରେ। ଏହା ଏକ ଟେବୁଲ ଓ ବେଞ୍ଚ ଅଟେ, ଯାହା ଉପରେ ବସିବା ପରେ ମଣିଷ ଶରୀର ମଧ୍ୟସ୍ଥ ତାପମାତ୍ରାକୁ ଅନୁଭବ କରିଥାଏ। ଆଉ ବ୍ୟକ୍ତି ଜଣକ ଉଠିଯିବା ପରେ ଟେବୁଲରେ ରହିଯାଏ ବସିଥିବା ଭଙ୍ଗିରେ ଏକ ଚିତ୍ର। ଏଭଳି ହେବା ପଛର କାରଣ ହେଉଛି ଟେବୁଲ ଓ ବେଞ୍ଚ ଉପରେ ହୋଇଥିବା ଥର୍ମୋକ୍ରୋମିକ ଫିନିଶ୍‌। ମଣିଷ ହୁଅନ୍ତୁ କି ମଗ୍‌ ଅବା ପ୍ଲେଟ୍‌ ଭଳି ବସ୍ତୁ, ଟେବୁଲ ଓ ବେଞ୍ଚର ଉପରିଭାଗ ଯେତେବେଳେ ସେଗୁଡିକର ତାପମାତ୍ରା ସଂସ୍ପର୍ଶରେ ଆସେ ସେହି ଆକାରର ଚିହ୍ନ ସୃଷ୍ଟି ହୋଇଯାଏ। ଅନେକ ସମୟରେ ତ ଲୋକେ ଏହାକୁ ଦେଖି ଭୟ କରି ଯାଆନ୍ତି। ଆଉ ଯିଏ ଏହା ବିଷୟରେ ଅବଗତ ଥାଆନ୍ତି ସେମାନେ ଏହି ତାପାମାତ୍ରା ଜନିତ ଚିତ୍ରକୁ ଦେଖି ମଜା ଉଠାଇଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ରୋଜଗାରର ପହିଲି ପୁଲକ ପାଇଥିଲି ବାପାଙ୍କ ଖୁସିରୁ: ନଳିନୀକାନ୍ତ ନାୟକ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି …

ଦୀର୍ଘ ବର୍ଷର ବ୍ୟବଧାନ ପରେ ଯେତେବେଳେ ନିଜ ପ୍ରଥମ ରୋଜଗାର ବିଷୟରେ କିଛି ଲେଖିବାକୁ ଯାଉଛି, ମୁଁ ବେଶ୍‌ ଭାବପ୍ରବଣ ହୋଇ ପଡୁଛି। ମୋ ପିଲାଦିନ କଟିଗଲା…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଯୁଦ୍ଧ ଭିତରେ ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ: ଭାରତ ଉପରେ ପଡିବ ସାଂଘାତିକ ପ୍ରଭାବ!

ବୁଲଗେରିଆର ରହସ୍ୟମୟୀ ବାବା ଭେଙ୍ଗାଙ୍କ (Baba Vanga) ୨୦୨୬ ପାଇଁ ଯେଉଁ ଭବିଷ୍ୟବାଣୀ ଏବେ ତାହା ସତ ହେବାରେ ଲାଗିଛି! ବିଶେଷ କରି ଆମେରିକା, ଇସ୍ରାଏଲ ଏବଂ…

ପ୍ରକୃତିର ଅଜବ କାରନାମା: ବିନା ବିଶ୍ରାମରେ ୧୧ ଦିନରେ ୧୩,୫୬୦ କିଲୋମିଟର ଉଡ଼ିଲା ଏହି ପକ୍ଷୀ

ନୂଆଦିଲ୍ଲୀ,୧୨ା୩: ଆପଣମାନେ ଅନେକ ଦୂରଗାମୀ ବିମାନ ଯାତ୍ରା ବିଷୟରେ ଶୁଣିଥିବେ, କିନ୍ତୁ ଆଜି ଆମେ ଆପଣଙ୍କୁ ଏମିତି ଏକ ପକ୍ଷୀ ବିଷୟରେ କହିବୁ ଯାହା କୌଣସି ସୁପରମ୍ୟାନ୍‌ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri