Posted inଜାତୀୟ

ତାପସ ପାଲଙ୍କ ପରଲୋକ

କୋଲକାତା,୧୮।୨: ବଙ୍ଗାଳୀ ଫିଲ୍ମ ଅଭିନେତା ତଥା ତୃଣମୂଳ କଂଗ୍ରେସର ପୂର୍ବତନ ଏମ୍‌ପି ତାପସ ପାଲଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଛି। ପୁଅଙ୍କ ଘରକୁ ସେ ମୁମ୍ବାଇ ଯାଇଥିଲେ। ଫେରିବା ସମୟରେ ବିମାନ ବନ୍ଦରରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିଟ୍‌ଫଣ୍ଡ ମାମଲାରେ ତାଙ୍କୁ ୨୦୧୬ରେ ଗିରଫ କରାଯାଇଥିଲା। ୧୩ ମାସ ତାଙ୍କୁ ଜାମିନ ମିଳିଥିଲା। ସେ କୃଷ୍ଣାନଗରରୁ ୨ ଥର ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ। ସେ ଅଲ୍ଲୀପୁର ବିଧାୟକ ଭାବେ ମଧ୍ୟ ନିର୍ବାଚିତ ହୋଇଥିଲେ। ସୂଚନାଯୋଗ୍ୟ, ତାପସ ପାଲ୍‌ ୧୯୫୮ ସେପ୍ଟେମ୍ବର ୨୯ରେ ପଶ୍ଚିମବଙ୍ଗର ହୁଗଳି ଜିଲାର ଚନ୍ଦନନଗରଠାରେ ଜନ୍ମଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

ରାହୁଲଙ୍କ ହାତ ଧରିବ ଟିଏମସି, ମମତା ହେବେ ଉପାଧ୍ୟକ୍ଷ, ଡିଲ୍‌ ଫାଇନାଲ!

କୋଲକାତା,୧୦।୬: କଂଗ୍ରେସରେ ଟିଏମସି (TMC) ର ମିଶ୍ରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ମିଳିଥିବା ସୂଚନା ଅନୁସାରେ, ସୋନିଆ ଗାନ୍ଧୀଙ୍କ ପକ୍ଷରୁ ମିଳିଥିବା ପ୍ରସ୍ତାବ ଉପରେ ମମତା…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ଦେଖି ଏମିତି କହିଦେଲେ ମେଲୋନି: ସରା ବିଶ୍ୱରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ଦୀର୍ଘ ଦିନ ଧରି ନିରନ୍ତର କାର୍ଯ୍ୟକାଳ ପାଇଁ ଏକ ରେକର୍ଡ ସ୍ଥାପନ କରିଛନ୍ତି। ବୁଧବାର କେନ୍ଦ୍ର ସରକାରଙ୍କ ମୁଖ୍ୟ ଭାବରେ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri