ତାମିଲନାଡୁରୁ ଦେବେନ୍ଦ୍ରଙ୍କ ମୃତଦେହକୁ ଓଡ଼ିଶା ଆଣିବାରେ ସହାୟତାର ହାତ ବଢ଼ାଇଲା ଓଡ଼ିଶା-ମୋ ପରିବାର

ଭୁବନେଶ୍ୱର,୯।୩(ବ୍ୟୁରୋ): ସୁବର୍ଣ୍ଣପରୁ ଜିଲା ଅନ୍ତର୍ଗତ ଦଳବଦା ଗ୍ରାମର ଦେବେନ୍ଦ୍ର ଭୁକ୍ତଙ୍କର ତାମିଲନାଡୁସ୍ଥିତ ମାଲଗୁଡିଠାରେ ଶନିବାର ମଧ୍ୟାହ୍ନରେ ହୃଦ୍‌ଘାତରେ ମୃତ୍ୟୁ ଘଟିଥିଲା।
ଏହି ଘଟଣା ବିଷୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଓଡ଼ିଶା-ମୋ ପରିବାର ଆବାହକ ଅରୂପ ପଟ୍ଟନାୟକଙ୍କୁ ଜଣାଇଥିଲେ। ପରେ ଏ ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟାଳୟକୁ ଜଣାଯାଇଥିଲା। ମୃତକ ତାମିଲନାଡ଼ୁରେ କାର୍ଯ୍ୟକରୁଥିବା କମ୍ପାନୀ ମାଲିକଙ୍କ ସହ ଓଡ଼ିଶା ମୋ ପରିବାର ଆଲୋଚନା କରିଥିଲା। ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ ପାଇଁ ଦାବି ଜଣାଇଥିଲା। ଶେଷରେ କମ୍ପାନୀ କର୍ତ୍ତୃପକ୍ଷ ଓ ଓଡ଼ିଶା ମୋ ପରିବାର ସହାୟତାରେ ତାଙ୍କ ମୃତଦେହକୁ ଓଡ଼ିଶା ଅଣାଯାଇଥିଲା। ପରେ ବ୍ଲକ ପ୍ରଶାସନ ପକ୍ଷରୁ ତାଙ୍କୁ ୩୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା। ଏ ନେଇ ମୃତକଙ୍କ ପରିବାର ଲୋକେ ଓଡ଼ିଶା ମୋ ପରିବାର ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri