ତାମିଲନାଡୁରେ ଫସିଛନ୍ତି ୩୦ ଓଡ଼ିଆ ଶ୍ରମିକ

କୃଷ୍ଣପ୍ରସାଦ,୧୬ା୫(ଡି.ଏନ୍‌.ଏ.): କରୋନା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ୩୦ଶ୍ରମିକ ତାମିଲନାଡୁରେ ଫସି ରହିଛନ୍ତି। ସେମାନଙ୍କ ଫେରିବା ବ୍ୟବସ୍ଥା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିବେଦନ କରିଛନ୍ତି। ଏ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି। ସୂଚନା ଅନୁଯାୟୀ, କୃଷ୍ଣପ୍ରସାଦ ଅଞ୍ଚଳର ଉକ୍ତ ଶ୍ରମିକମାନେ କାମ ପାଇଁ ତାମିଲନାଡୁ ଯାଇଥିଲେ। ସେଠାରେ ପହଞ୍ଚିବାର କିଛି ଦିନ ପରେ କରୋନା ଲାଗି ଲକ୍‌ଡାଉନ୍‌ ଜାରି ହୋଇଥିଲା। ଫଳରେ କାମ କେଉଁଠି ମିଳିଲା ନାହିଁ। ଯାହା ଟଙ୍କା ପାଖରେ ଥିଲା ସବୁ ଖର୍ଚ୍ଚ ହୋଇଗଲା। ପାଖରେ ଆଉ ଅର୍ଥ ନ ଥିବା ବେଳେ ନିଜ ଗ୍ରାମକୁ ଫେରିବା ବ୍ୟବସ୍ଥା କରାଇବା ଲାଗି ଶ୍ରମିକମାନେ ଏକ ଭିଡିଓରେ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?