ତାମିଲନାଡୁରେ ଫସି ରହିଛନ୍ତି ୨୫ରୁ ଅଧିକ ଯୁବତୀ

ସମ୍ବଲପୁର, ୨୮।୩ (ବ୍ୟୁରୋ):ସମ୍ବଲପୁରର ଜିଲାର କୁଚିଣ୍ଡା, ଜମନକିରା, ଯୁଯୁମୁରା ଓ ବଲାଙ୍ଗୀର ଜିଲାର ପ୍ରାୟ ୨୫ଜଣ ଯୁବତୀ ତାମିଲନାଡୁରେ ଫସି ରହିଛନ୍ତି । ଲକ୍‌ ଡାଉନ ଯୋଗୁ ସେମାନେ ଘରକୁ ଫେରି ପାରୁନାହାନ୍ତି । ଅନ୍ୟପଟେ ସେଠାରେ କାମ ବନ୍ଦ ହୋଇଯିବାରୁ ସେମାନଙ୍କ ଖାଇବା ଓ ରହିବାରେ ସମସ୍ୟା ଦେଖାଯାଇଛି । ଏ ନେଇ ସୋସିଆଲ ମିଡିଆରେ ସାହାଯ୍ୟ କରିବା ପାଇଁ ଅନୁରୋଧ କରିଛନ୍ତି । ସେପଟେ କେନ୍ଦୁପତ୍ର କର୍ମଚାରୀ ସଂଘ ରାଜ୍ୟ ସଭାପତି ବିଜୟ କୁମାର ମହାନ୍ତିଙ୍କୁ ଫୋନ୍‌ ଯୋଗେ ମଧ୍ୟ ସହାୟତା କରିବାକୁ ଅନୁରୋଧ କରିଥିଲେ । ବିଜୟ ମହାନ୍ତି ସମ୍ବଲପୁର ଜିଲାପାଳ ଶୁଭମ୍‌ ସକ୍‌ସେନା, ଆରଡିସି ନିରଞ୍ଜନ ସାହୁ, କୁଚିଣ୍ଡା ଉପଜିଲାପାଳ ବିଶ୍ୱରଞ୍ଜନ ନାୟକଙ୍କୁ ଏ ନେଇ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେମାନଙ୍କୁ ସହଯୋଗ କରିବା ପାଇଁ ଆଲୋଚନ କରି ଅନୁରୋଧ କରିଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ମଧ୍ୟ ଏ ନେଇ ଅବଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri