ତାମ୍ପରାରେ ବୋଟିଂ ମଜାନେଲେ ପର୍ଯ୍ୟଟକ

ଛତ୍ରପୁର,୨ା୧(ଡି.ଏନ.ଏ)- ନୂତନ ବର୍ଷର ପ୍ରଥମ ଦିନରେ ବୁଧବାର ଛତ୍ରପୁର ଉପକଣ୍ଠ ହୁମ୍ମର ତାମ୍ପରା ପର୍ଯ୍ୟଟନ କ୍ଷେତ୍ରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା ପର୍ଯ୍ୟଟକମାନେ ଏଠାରେ ପ୍ରାକୃତିକ ଦୃଶ୍ୟ ଉପଭୋଗ କରିବା ସହ ବୋଟିଂର ମଜା ନେଇଛନ୍ତି। ଏଠାରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏକ ଘରୋଇ ସଂସ୍ଥା ସହ ଚୁକ୍ତି କରାଯାଇ ବୋଟିଂ, ୱାଟର ସ୍ପୋଟର୍ସର ବ୍ୟବସ୍ଥା କରାଯାଇଛି । ପର୍ଯ୍ୟଟକମାନେ ପିକ୍‌ନିକ୍‌ କରୁଛନ୍ତି। ହେଲେ ଏଠାରେ ପାଇଖାନା ବ୍ୟବସ୍ଥା ହୋଇନି । ଓଟିଡିସି ପକ୍ଷରୁ ଏକ କମ୍ପ୍ଲେକ୍ସ ନିର୍ମାଣ କାମ ସରିଥିଲେ ମଧ୍ୟ ତାହାକୁ କାର୍ଯ୍ୟକାରୀ କରାଯାଇନି। ଉକ୍ତ କମ୍ପ୍ଲେକ୍ସରେ ପାଣି, ସ୍ନାକ୍‌ସ ସେଣ୍ଟର, ପାଇଖାନାର ବ୍ୟବସ୍ଥା ହୋଇଛି ା ତେବେ ଏହା କାଯର୍‌ୟକ୍ଷମ ହେଉ ନ ଥିବାରୁ ପର୍ଯ୍ୟଟକମାନେ ନିରାଶ ହେଉଥିବା ମଧ୍ୟ ଦେଖିବାକୁ ମିଳିଛି ା ତୁରନ୍ତ ଏହାକୁ କାର୍ଯ୍ୟକ୍ଷମ କରିବାକୁ ପର୍ଯ୍ୟଟକମାନେ ଦାବି କରୁଛନ୍ତି। ଅନ୍ୟପକ୍ଷରେ ତାମ୍ପରା ଉପକଣ୍ଠରେ ଥିବା ଡିଆରଡିଏର ଗେଷ୍ଟ ହାଉସଠାରୁ ହ୍ରଦର କୂଳେ କୂଳେ ସିଧାସଳଖ ବୋଟିଂ ଓ ପିକ୍‌ନିକ୍‌ ସ୍ଥାନକୁ ରାସ୍ତା ନିର୍ମାଣ କରାଯାଉଛି। ଆଗକୁ ପାର୍କ ନିର୍ମାଣ ହେବ ା


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri