ତାରସିଂ ରେଞ୍ଜର କଳିଙ୍ଗପଦର ଜଙ୍ଗଲରେ ମାଈହାତୀର ମୃତ୍ୟୁ

ଭଞ୍ଜନଗର,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜର କଳିଙ୍ଗପଦର ଜଙ୍ଗଲରେ ଗୁରୁବାର ରାତିରେ ଏକ ମାଈହାତୀର ମୃତ୍ୟୁ ଘଟିଛି। ଏ ନେଇ ଶୁକ୍ରବାର ସକାଳେ ଘଟଣା ସମ୍ପର୍କରେ ବନ ବିଭାଗ ପାଖରେ ଖବର ପହଞ୍ଚିଥିଲା। ଡିଏଫ୍‌ଓ ଅକ୍ଷୟ କୁମାର ଦଳେଇ, ଏସିଏଫ୍‌ ସୁଦର୍ଶନ ବାଦୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି । ଦନ୍ତାହାତୀ ଆକ୍ରମଣରେ ମାଈହାତୀର ମୃତ୍ୟୁ ଘଟିଥିବା ବନ ବିଭାଗ ଅନୁମାନ କରୁଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri