ତାରାତାରିଣୀଙ୍କୁ ଦର୍ଶନ କଲେ ଭି.କେ. ପାଣ୍ଡିଆନ: ମନ୍ଦିର ଉନ୍ନୟନ କାର୍ଯ୍ୟ ସମୀକ୍ଷା

ପୁରୁଷୋତ୍ତମପୁର,୩୧।୧(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟିର ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନ ଅଚାନକ ଗଞ୍ଜାମ ଜିଲାର ମା’ତାରା ତାରିଣୀଙ୍କ ଦର୍ଶନ ଲାଗି ଶୁକ୍ରବାର ସକାଳେ ଆସି ପହଞ୍ଚିଛନ୍ତି। ସେ ମା’ଙ୍କ ଦର୍ଶନ କରିବା ସହ ମନ୍ଦିରରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ମା’ଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମାର୍ଚ୍ଚ ୧୦ରୁ ଆରମ୍ଭ ହେଉଥିବାରୁ ତୁରନ୍ତ ସମସ୍ତ କାର୍ଯ୍ୟ ଶେଷ କରିବା, ଯାତ୍ରା ସମୟରେ ଭକ୍ତଙ୍କ ଲାଗି ସମସ୍ତ ପ୍ରକାର ସୁବିଧା ଯୋଗାଇବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ସହ ନୂତନ ଶୈଳୀରେ ମନ୍ଦିର କାର୍ଯ୍ୟର ମାଷ୍ଟର ପ୍ଲାନ ପ୍ରସ୍ତୁତ ଲାଗି ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ମନ୍ଦିରର ପ୍ରତିଷ୍ଠା ପ୍ରତି ମଧ୍ୟ ପଦକ୍ଷେପ ନେବାକୁ କହିଥିଲେ।

ଏହି ସମୟରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ, ପିଡି ଶିିିଦ୍ଧାର୍ଥ ଶଙ୍କର ସ୍ବାଇଁ, ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ, ବିଡିଓ ସୀମାଞ୍ଚଳ ମହାନ୍ତି, ପୂର୍ତ୍ତ ବିଭାଗ ନିିର୍ବାହୀ ଯନ୍ତ୍ରୀ ତପନ କୁମାର ପାଣିଗ୍ରାହୀ, ମନ୍ଦିର ନିିର୍ବାହୀ ଅଧିକାରୀ ତିରୁମାଲା କୁମାର ରେଡ୍ଡୀ, ପୂଜକ ବାପୁଜୀ ରଣାଙ୍କ ସମେତ ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ଜଳଯୋଗାଣ ବିଭାଗ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri