ତାର ସଜାଡ଼ିଲା ବିଦ୍ୟୁତ୍‌ ବିଭାଗ

କଣିହାଁ, ୧୪ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଲକ ଝରାବେରଣୀ ଓ ପଟ୍ଟାଖମଣ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ଉପରେ ୩୩ କେଭି ବିଦ୍ୟୁତ୍‌ ତାର ବିପଦସଙ୍କୁଳ ଅବସ୍ଥାରେ ଝୁଲି ରହିବା ଘଟଣାରେ ବିଭାଗ ପକ୍ଷରୁ ତତ୍ପରତା ଦେଖାଦେଇଛି। ଏ ନେଇ ମଙ୍ଗଳବାର ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଓହଳିଥିବା ତାର ମରାମତି କରାଯାଇଛି। ଏହାକୁ ନେଇ ପଟ୍ଟାଖମଣ ସହ ସ୍ଥାନୀୟ ଲୋକେ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେଠାରେ ଏଲ୍‌ଟି ଲାଇନ ବ୍ୟବସ୍ଥା କରାଯିବା ପାଇଁ ଦାବି କରିଛନ୍ତି। ଏ ସମ୍ପର୍କରେ କଣିହାଁ ସେସୁ ବିଦ୍ୟୁତ୍‌ ସେକ୍ସନ ଯନ୍ତ୍ରୀ ଯତୀନ ବାରିକ କୁହନ୍ତି, ରାସ୍ତାରେ ଓହଳି ଥିବା ୩୩ କେଭି ବିଦ୍ୟୁତ୍‌ ତାରକୁ ସଜାଡିଛୁ। ଅନ୍ୟାନ୍ୟ ସୁବିଧା ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ସହଯୋଗରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri