ତାଲିବାନ ଆକ୍ରମଣରେ ୧୦ ଆଫଗାନ ସୈନ୍ୟ ନିହତ

କାନ୍ଦାହାର,୨୯ା୧୨(ଏଏଫ୍‌ପି): ଆଫଗାନିସ୍ତାନର ହେଲମଣ୍ଡ ପ୍ରଦେଶର ଏକ ସାମରିକ ଘାଟି ଉପରେ ତାଲିବାନ ଆତଙ୍କବାଦୀ ଆକ୍ରମଣ କରିବାରୁ ୧୦ ଜଣ ସୈନ୍ୟ ନିହତ ହୋଇଛନ୍ତି। ତାଲିବାନମାନେ ସାଙ୍ଗିନ୍‌ ଜିଲାରେ ଥିବା ସେନା ଘାଟି ପଯର୍ର୍‌ୟନ୍ତ ସୁଡ଼ଙ୍ଗ ଖୋଳି ଏହାକୁ ବିସ୍ଫୋରଣରେ ଉଡାଇଦେଇଥିଲେ। ଆକ୍ରମଣ ସମୟରେ ଉକ୍ତ ସେନା ବେସ୍‌ରେ୧୮ ଜଣ ସୈନ୍ୟ ଥିଲେ। ୪ ଜଣ ଆହତ ହୋଇଥିବା ବେଳେ ଅନ୍ୟ ୪ ଜଣ ଆତଙ୍କବାଦୀଙ୍କ ସହ ଲଢ଼େଇ କରିଥିଲେ। ତାଲିବାନ ମୁଖପାତ୍ର ଜବିହୁଲ୍ଲା ମୁଜାହିଦ୍‌ ଗଣମାଧ୍ୟମକୁ ଏକ ବିବୃତି ପଠାଇ ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛନ୍ତି। ଆଫଗାନିସ୍ତାନରୁ ହିଂସା ଦୂର ପାଇଁ ଆମେରିକା ଓ ତାଲିବାନ ମଧ୍ୟରେ ଆଲୋଚନା ଜାରି ରହିଥିବାବେଳେ ଏଭଳି ବିସ୍ଫୋରଣ ଘଟିଛି। ଗତ ମଙ୍ଗଳବାର ବାଲ୍‌ଖ ପ୍ରଦେଶରେ ତାଲିବାନ ଆକ୍ରମଣରେ ୭ ସୈନ୍ୟ ନିହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ସଙ୍ଗୀତ ଜଗତରେ ଶୋକର ଛାୟା: ନିରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା।…

ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ

ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

‘ସମସ୍ତ ଏମ୍‌ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା

ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri