ତାଲିବାନ ଆତଙ୍କବାଦୀଙ୍କୁ ତାଲିମ୍‌ ଦେଇଥିଲା ପାକିସ୍ତାନ: ମୁଶରଫ୍‌

ଇସଲାମାବାଦ୍‌,୧୪।୧୧: ତାଲିବାନ ଆତଙ୍କବାଦୀଙ୍କୁ ପାକିସ୍ତାନରେ ତାଲିମ୍‌ ମିଳିଥିଲା। ଏନେଇ ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଜେନେରାଲ ପରଭେଜ୍‌ ମୁଶରଫ୍‌ ପ୍ରକାଶ କରିଛନ୍ତି। ଭାରତୀୟ ସେନାଙ୍କ ସହିତ ଲଢ଼ିବା ପାଇଁ କଶ୍ମୀର ଯୁବକଙ୍କୁ ପାକିସ୍ତାନ ତାଲିମ୍‌ ଦେଉଥିବା ସେ କହିଛନ୍ତି। ଓସାମ୍‌ ବିନ୍‌ ଲାଡ଼େନ୍‌ ଏବଂ ଜଲାଲୁଦ୍ଦିନ୍‌ ହକ୍କାନୀଙ୍କ ଭଳି ଆତଙ୍କବାଦୀଙ୍କୁ ପାକିସ୍ତାନରେ ହିରୋ କୁହାଯାଉଥିବା ମୁଶରଫ୍‌ କହିଛନ୍ତି। ୮୦ ଦଶକରେ ହିରୋଥିବା ଏସବୁ ବ୍ୟକ୍ତି ବିଶେଷଙ୍କୁ ଏବେ ଖଳନାୟକ ଭାବେ ଅଭିହିତ କରାଯାଉଛି। ୯୦ ଦଶକରେ କଶ୍ମୀରରେ ସ୍ବତନ୍ତ୍ରତା ପାଇଁ ଲଢ଼େଇ କରୁଥିବା ହାଫିଜ୍‌ ସଇଦ୍‌ଙ୍କୁ ଏବେ ଦୁନିଆ ଆତଙ୍କବାଦୀ କହୁଥିବା ସେ କହିଛନ୍ତି। ୧୯୯୯ରେ କଶ୍ମୀରରେ ନିର୍ଯାତିତ ହୋଇ ପାକିସ୍ତାନ ପଳାଇ ଆସିଥିବା ଲୋକଙ୍କୁ ସାମରିକ ତାଲିମ୍‌ ଦିଆଯାଇ ଭାରତ ବିରୋଧରେ ଲଢ଼େଇ ପାଇଁ ପ୍ରସ୍ତୁତ କରାଯାଇଥିବା ମୁଶରଫ୍‌ କହିଛନ୍ତି। ତାଙ୍କର ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri