ତାଳକଣି ଗାଁରେ ବାଘ ଆତଙ୍କ

ରଣପୁର,୧୧।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ବନବିଭାଗ ଅନ୍ତର୍ଗତ ତାଳକଣି ଗାଁରେ ଶନିବାର ବାଘ ଆତଙ୍କ ସୃଷ୍ଟି ହୋଇଛି। ଗ୍ରାମ ନିକଟସ୍ଥ ଛାଟକୁମ୍ଭ ପାହାଡ ପାଖ ମଇଁଷି ଖୋଲ ଜଙ୍ଗଲରେ ଶନିବାର ଅପରାହ୍ନ ପ୍ରାୟ ୪ଟାରେ ଏକ ବାଘ ବୁଲୁଥିବା ଦେଖିବାକୁ ମିଳିଥିଲା । ଜଙ୍ଗଲକୁ ଯାଇଥିବା କେତେକ ଗ୍ରାମବାସୀ ବାଘକୁ ଦେଖି ଭୟଭୀତ ହୋଇ ଗାଁରେ ଆସି ଜଣାଇଥିଲେ। ଫଳରେ ଗ୍ରାମରେ ଭୟର ବାତାବରଣ ଦେଖାଦେଇଛି। ସେହିପରି ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ କେତେକ ମହିଳା ଶୌଚ ହେବାକୁ ପାହାଡ ନିକଟକୁ ଯାଉଥିବାବେଳେ ବାଘକୁ ଦେଖି ଭୟରେ ପଳାଇ ଆସିଥିଲେ । ଖବର ପାଇ ରଣପୁର ବନ ଅଧିକାରୀ ଶରତ ଶତପଥୀ ବିଭାଗୀୟ କର୍ମଚାରୀଙ୍କୁ ଉକ୍ତ ଅଞ୍ଚଳକୁ ପଠାଇଥିବା ବେଳେ ଜଙ୍ଗଲରେ ବାଘ ଥିବା ସ୍ବୀକାର କରିଛନ୍ତି । ବାଘଟି କଲରାପତରିଆ ବୋଲି ଜଣାପଡିଛି । ତେବେ କେହି ଜଙ୍ଗଲକୁ ନ ଯିବାକୁ ବାରଣ କରିବା ସହ ଏଥିନେଇ ଭୟର କାରଣ ନ ଥିବା ବନଅଧିକାରୀ ଶତପଥୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri